ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ଏବେ ରାଜ୍ୟରେ ଲକ ଡାଉନ ଚାଲିଥିବା ବେଳେ ବିଭିନ୍ନ ସମୟରେ ବିଭିନ୍ନ ଗୁଜବକୁ ନେଇ କେତେକ ସ୍ଥାନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି । ଏହାକୁ ଦୃଷ୍ଟିରେ ରଖି ରାଉରକେଲା ପୁଲିସ ପକ୍ଷରୁ ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ନାଲା ରୋଡ଼ରେ ଫ୍ଲାଗ ମାର୍ଚ୍ଚ କରାଯାଇଥିଲା। ରାଉରକେଲା ଏସ୍ପି, କେ. ଶିବା ସୁବ୍ରମନୀଙ୍କ ନେତୃତ୍ୱ ରେ ଡିଏସ୍ପି
ପ୍ରଦ୍ୟୁମ୍ନ କୁମାର ମିଶ୍ର ,ପ୍ଲାଣ୍ଟ ସାଇଟ ଥାନା ଇନ୍ସପେକ୍ଟର ଅନୀଲ କୁମାର ପ୍ରଧାନଙ୍କ ସମେତ ଦୁଇ ପ୍ଲାଟୁନ ପୁଲିସ ଫ୍ଲାଗ ମାର୍ଚ୍ଚରେ ସାମିଲ ହୋଇଥିଲେ । କୌଣସି ଗୁଜବକୁ ବିଶ୍ୱାସ ନକରି ଶାନ୍ତି ବଜାୟ ରଖିବା ସହ ଲକ ଡାଉନ ଗାଇଡ଼ ଲାଇନକୁ କଡା କଡ଼ି ପାଳନ କରିବାକୁ ପୁଲିସ ପକ୍ଷରୁ ନିବେଦନ କରାଯାଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।