କଟକ(ଓଡ଼ିଶା ରିପୋର୍ଟର) କଟକରେ ଘଟିଥିବା ସିରିଏଲ୍ ହତ୍ୟା ଘଟଣାରେ କମିଶନରେଟ ପୁଲିସକୁ ମିଳିଛି ବଡ଼ ସୁରାକ୍। ଜଣେ ସାଇକିଆଟ୍ରିକ୍ ବ୍ୟକ୍ତି ହତ୍ୟା ଘଟଣାରେ ସଂପୃକ୍ତ ଥବା ସୂଚନା ମିଳିଛି। ସମ୍ପୃକ୍ତ ବ୍ୟକ୍ତି ଜଣକ କିଛିଦିନ ପୂର୍ବରୁ SCBର ସାଇକିଆଟ୍ରିକ୍ ବିଭାଗରେ ଚିକିତ୍ସିତ ହେଉଥିଲେ। ସନ୍ଦିଗ୍ଧ ବ୍ୟକ୍ତି ଜଣକ ଜରି ଗୋଟାଳୀ ହୋଇଥିବା ସୂଚନା ମିଳିଛି।
କିଛିଦିନ ତଳେ ୨୪ ଘଣ୍ଟା ମଧ୍ୟରେ କଟକ ସହରରେ ତିନି ଜଣଙ୍କୁ ହତ୍ୟା କରାଯାଇଥିଲା। ଏହି ସବୁ ହତ୍ୟାକାଣ୍ଡ ସମାନ ଢ଼ଙ୍ଗରେ କରାଯାଇଛି। ମୃତକ ତିନି ଜଣ ଦିନ ମଜୁରିଆ ବୋଲି ଜଣାପଡ଼ିଛି। ସମାନ ଶୈଳୀରେ ତିନି ଜଣଙ୍କୁ ହତ୍ୟା କରାଯାଇଥିବାରୁ ଏହା କୌଣସି ସାଇକୋ କିଲରର କାମ ବୋଲି ସନ୍ଦେହ କରାଯାଉଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଦଲାଲଙ୍କ ଜରିଆରେ ଘୂରି ବୁଲୁଛି ବହୁ ବାଂଲାଦେଶୀ ଯୁବତୀଙ୍କ ଫଟୋ
କିଏ ଚାକିରି ଲୋଭ ତ ଆଉ କିଏ ଦଲାଲଙ୍କ ଜାଲରେ ପଡ଼ି ବେଆଇନ୍ ଭାବେ ସୀମା ପାର ହୋଇ ଆସିବା ପରେ ଏଠି ପାଲଟି ଯାଉଛନ୍ତି ବୃତ୍ତିଗତ ଦେହଜୀବୀ!
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।