ନବଦିଗନ୍ତ ଚିଟ୍‌ଫଣ୍ଡ ଠକେଇ ମାମଲା: ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଝାରପଡ଼ା ଜେଲ୍‌ରେ ଜେରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବଦିଗନ୍ତ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଝାରପଡ଼ା ଜେଲ୍‌ରେ ଜେରା କରାଯାଉଛି।  ଭାରତ ସରକାରଙ୍କ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟର ତିନ ଜଣିଆ ଟିମ୍ ହାଁସଦାଙ୍କୁ ଜେରା କରୁଛନ୍ତି। ଏଥିପାଇଁ ସ୍ୱତନ୍ତ୍ର ସିବିଆଇ କୋର୍ଟ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟକୁ ଅନୁମତି ଦେଇଥିଲ।  ନବଦିଗନ୍ତ ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ୨୦୧୪ ମସିହାରୁ ଗିରଫ ହୋଇ ଜେଲ୍‌ରେ ଅଛନ୍ତି ହାଁସଦା।

05-ram-chandra-hansdah

Rakesh Mallick
  • Published: Tuesday, 20 March 2018
  • , Updated: 20 March 2018, 01:30 PM IST

Related story