ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭିଜିଲାନ୍ସ ଜାଲରେ ପୁଲିସ୍ ବାବୁ । ୧୫ଶହ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ଧଉଳି ଥାନା ASI ତୋଫାନ୍ ଗୁରୁ । ଏକ ମାମଲାକୁ ରଫାଦଫା ପାଇଁ ସେ ୧୫୦୦ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି ।
ଘର ସାମ୍ନାରେ ବାଲି ପକାଇବାକୁ କେନ୍ଦ୍ର କରି ଥାନାରେ ଏକ ମାମଲା ହୋଇଥିଲା। ଏହି ମାମଲାକୁ ରଫାଦଫା କରିବା ପାଇଁ ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ସେ ଲାଞ୍ଚ ନେଉଥିଲେ । ଏହି ସମୟରେ ତାଙ୍କଠାରୁ ଟଙ୍କା ଜବତ କରିଥିଲା ଭିଜିଲାନ୍ସ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିଯୁକ୍ତଙ୍କ ମୁହଁରେ କଳା ବୋଳିଲେ, ଜୋତା ମାଳ ପକାଇଲେ ନାବାଳିକା
ଗାଁ ଦାଣ୍ଡରେ ଅଭିଯୁକ୍ତ କୁହାଯାଉଥିବା ପ୍ରଶାନ୍ତଙ୍କ ମୁହଁରେ ପୀଡିତା ନାବାଳିକା କାଳା ବୋଳିଥିଲେ। ପରେ ତାଙ୍କ ବେକରେ ଜୋତା ମାଳ ପକାଇ ଥିଲେ। ତା’ପରେ ପ୍ରଶାନ୍ତଙ୍କ ବେକରେ ନାଗରା ଓ ଅଣ୍ଟାରେ ଦୌଡ଼ି ବାନ୍ଧି ଦେଲେ ଗାଁ ଲୋକ। ପରେ ପୂରା ଗାଁ ବୁଲାଇଲେ।
Crime
କନିଷ୍ଠ ଖଣି ଅଧିକାରୀଙ୍କ ପୁଳା ପୁଳା ସମ୍ପତ୍ତି, ଏକାଧିକ ଘର ସହିତ ଠାବ ହୋଇଛି ୧୪ଟି ପ୍ଲଟ୍ ଓ ଫାର୍ମ ହାଉସ୍
ଭୁବନେଶ୍ୱର, କେନ୍ଦୁଝର, ଭବାନୀପାଟଣା ଓ ଯାଜପୁର ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
Crime
ରାଜଧାନୀରେ ୪୦ ହଜାର ଟଙ୍କାରେ ବିକ୍ରି ହେଲା ୪ ବର୍ଷର ଝିଅ; ମଧ୍ୟସ୍ଥି ମାଲାମାଲ୍!
ସଉତୁଣୀ ଝିଅକୁ ଆଡ ଆଖିରେ ଦେଖୁନଥିଲେ ଗୁଡ଼ିଆ। ଯେଉଁଥିପାଇଁ ଅନେକ ସମୟରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ନିଜର ୪ ବର୍ଷର ଝିଅକୁ ଅନାଥାଶ୍ରମରେ ରଖିବାକୁ ନିଷ୍ପତ୍ତି ନେଇଥିଲେ ଶୁବୋଧ।
Crime
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ; ଫଟୋ ଭାଇରାଲ
ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା।