ପୁଲିସ୍‌ ଅଫିସରଙ୍କ ନାବାଳକ ପୁଅର ସନ୍ଦେହଜନକ ମୃତ୍ୟୁ; ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଏଠାରେ ଜଣେ ପୁଲିସ୍ ଅଧିକାରୀଙ୍କ ନାବଳକ ପୁଅର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଏହି ପୁଲିସ୍ ଅଫିସର୍‌ ଜଣଙ୍କ ହେଲେ ଭୁବନେଶ୍ୱର ଏସିପି ସଞ୍ଜୀବ ଶତପଥୀ। ତାଙ୍କ ପୁଅ ଭୁବନେଶ୍ୱରର ଏକ ଘରୋଇ ସ୍କୁଲ୍‌ରେ ପାଠ ପଢ଼ୁଥିଲେ। ସେ ସପ୍ତମ ଶ୍ରେଣୀର ଛାତ୍ର ଥିଲେ। ସଞ୍ଜୀବଙ୍କ ପୁଅଙ୍କ ମୃତଦେହକୁ ତାଙ୍କ ସରକାରୀ ବାସଭବନରୁ ଫ୍ୟାନ୍‌ରୁ ଝୁଲନ୍ତା […]

bbsr11

bbsr11

Jitendra Garnayak
  • Published: Sunday, 06 January 2019
  • Updated: 06 January 2019, 08:13 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଏଠାରେ ଜଣେ ପୁଲିସ୍ ଅଧିକାରୀଙ୍କ ନାବଳକ ପୁଅର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।

ଏହି ପୁଲିସ୍ ଅଫିସର୍‌ ଜଣଙ୍କ ହେଲେ ଭୁବନେଶ୍ୱର ଏସିପି ସଞ୍ଜୀବ ଶତପଥୀ।

ତାଙ୍କ ପୁଅ ଭୁବନେଶ୍ୱରର ଏକ ଘରୋଇ ସ୍କୁଲ୍‌ରେ ପାଠ ପଢ଼ୁଥିଲେ। ସେ ସପ୍ତମ ଶ୍ରେଣୀର ଛାତ୍ର ଥିଲେ।

ସଞ୍ଜୀବଙ୍କ ପୁଅଙ୍କ ମୃତଦେହକୁ ତାଙ୍କ ସରକାରୀ ବାସଭବନରୁ ଫ୍ୟାନ୍‌ରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା।

ଏସିପି ସଞ୍ଜୀବ ଶତପଥୀ ଭୁବନେଶ୍ୱର ସ୍ପେଶାଲ୍ ସ୍କ୍ୱାଡ୍‌ରେ ଅଛନ୍ତି।

ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story