Advertisment

ମିଳିଲା ଚୋରି ହୋଇଥିବା ସାଢ଼େ ୬ କେଜି ସୁନା

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଘଟଣାରେ ପୁଲିସକୁ ମିଳିଲା ବଡ ସଫଳତା। ସାଢ଼େ ୬ କେଜି ସୁନା ଜବତ କରିଛି ଗଞ୍ଜାମ ପୁଲିସ। ଏ ନେଇ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି। ସେ କହିଛନ୍ତି,ଗତ ଅକ୍ଟୋବର ମାସ ୧୨ତାରିଖରେ ସୁନା ବ୍ୟବସାୟୀ ସୁରେନ୍ଦ୍ର ନାଥ ନାୟକଙ୍କ ଘରୁ  ସୁନା ଚୋରି ହୋଇଥିଲା। ଏ ନେଇ ସେ ଥାନାରେ ଏତଲା ଦେଇଥିଲେ। ଚୋରି ହୋଇଥିବା […]

ମିଳିଲା ଚୋରି ହୋଇଥିବା ସାଢ଼େ ୬ କେଜି ସୁନା

gold

Advertisment

ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଜଣେ ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଘଟଣାରେ ପୁଲିସକୁ ମିଳିଲା ବଡ ସଫଳତା। ସାଢ଼େ ୬ କେଜି ସୁନା ଜବତ କରିଛି ଗଞ୍ଜାମ ପୁଲିସ। ଏ ନେଇ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି,ଗତ ଅକ୍ଟୋବର ମାସ ୧୨ତାରିଖରେ ସୁନା ବ୍ୟବସାୟୀ ସୁରେନ୍ଦ୍ର ନାଥ ନାୟକଙ୍କ ଘରୁ  ସୁନା ଚୋରି ହୋଇଥିଲା। ଏ ନେଇ ସେ ଥାନାରେ ଏତଲା ଦେଇଥିଲେ। ଚୋରି ହୋଇଥିବା ୬ କେଜି ୫୦୧ ଗ୍ରାମ ସୁନା ଜବତ କରାଯାଇଛି। ଚୋରି କରିଥିବା ଅଭିଯୋଗରେ ୧୦ଜଣ   ଓ ସୁନା କିଣିଥିବା ୫ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ୍‌।

Loot
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe