ଟ୍ରକ୍‌ରେ ନେଉଥିଲେ, ଧରିଦେଲା ପୁଲିସ୍

ସୋନପୁର (ରବିନ୍ଦ୍ର ହୋତା): ନିଶା ବ୍ୟବସାୟୀମାନେ ପୁଲିସ୍ ଆଖିରେ ଧୂଳି ଦେବା ପାଇଁ ଭିନ୍ନ ଭିନ୍ନ ତରିକା ଆପଣାଉଛନ୍ତି। କେତେବେଳେ ମାଛ ପାଟିରେ ଗଞ୍ଜେଇ ଚାଲାଣ କରୁଛନ୍ତି ତ ଆଉ କେତେବେଳେ ମାଲବାହୀ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଛନ୍ତି। ଏପରି ସମାନ ଘଟଣା ସୁବର୍ଣ୍ଣପୁର ଜିଲ୍ଲାରେ ଦେଖିବାକୁ ମିଳିଛି। ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ହରଡଖୋଲ ଛକରୁ ଏକ ଟ୍ରକରୁ ୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ପୁଲିସ୍। ଯାହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ […]

ganja999

ganja999

Tapaswini Nayak
  • Published: Thursday, 25 June 2020
  • Updated: 25 June 2020, 01:58 PM IST

Sports

Latest News

ସୋନପୁର (ରବିନ୍ଦ୍ର ହୋତା): ନିଶା ବ୍ୟବସାୟୀମାନେ ପୁଲିସ୍ ଆଖିରେ ଧୂଳି ଦେବା ପାଇଁ ଭିନ୍ନ ଭିନ୍ନ ତରିକା ଆପଣାଉଛନ୍ତି। କେତେବେଳେ ମାଛ ପାଟିରେ ଗଞ୍ଜେଇ ଚାଲାଣ କରୁଛନ୍ତି ତ ଆଉ କେତେବେଳେ ମାଲବାହୀ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଛନ୍ତି। ଏପରି ସମାନ ଘଟଣା ସୁବର୍ଣ୍ଣପୁର ଜିଲ୍ଲାରେ ଦେଖିବାକୁ ମିଳିଛି।
ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ହରଡଖୋଲ ଛକରୁ ଏକ ଟ୍ରକରୁ ୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ପୁଲିସ୍। ଯାହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ। ଏହି ଘଟଣାରେ ପୁଲିସ୍ ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କୁ ଗିରଫ କରିଛି ।

ମିଳିଥିବା ସୂଚନା ଅନୁସାରେ ଏକ ଟ୍ରକରେ ବୌଦ୍ଧ ଜିଲ୍ଲାରୁ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚାଲାଣ ହେଉଥିବା ସୋନପୁର ପୁଲିସ୍ କୌଣସି ସୁତ୍ରରୁ ଖବର ପାଇଥିଲା। ଆଜି ସକାଳେ ପୁଲିସ୍ ଗାଡ଼ିକୁ ପିଛା କରି ହରଡଖୋଲ ଛକରେ ଟ୍ରକ୍‌କୁ ଅଟକାଇଥିଲା। ଯାଞ୍ଚ ପରେ ୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story