କଂଗ୍ରେସ ପ୍ରାର୍ଥୀଙ୍କ କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ

କୋରାପୁଟ : (ଓଡ଼ିଶା ରିପୋର୍ଟର):କୋରାପୁଟରେ କଂଗ୍ରେସ୍‌ ପ୍ରାର୍ଥୀଙ୍କ କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ। ପ୍ରାର୍ଥୀ କୃଷ୍ଣ କୁଳଦୀପଙ୍କ କାର୍‌ରୁ ୧ ଲକ୍ଷ ୯ ହଜାର ୫ଶହ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି। ରାସ୍ତାରେ ତନଖି ବେଳେ କାର୍‌ ଭିତରୁ ପୁଲିସ୍‌ ଏହି ଟଙ୍କା ଜବତ କରିଛି। ସମସ୍ତ ଟଙ୍କା ସହ ଏକ ହୁଣ୍ଡାଇ କ୍ରେଟା କାର୍‌କୁ ମଧ୍ୟ ପୁଲିସ୍‌ ଜବତ କରିଛି। ତେବେ କୃଷ୍ଣ କଣ ପାଇଁ ଓ କୁଆଡ଼େ ଟଙ୍କା ନେଉଥିଲେ କିଛି ସ୍ପଷ୍ଟ […]

55

55

Tapas Behera
  • Published: Friday, 22 March 2019
  • Updated: 22 March 2019, 07:36 PM IST

Sports

Latest News

କୋରାପୁଟ : (ଓଡ଼ିଶା ରିପୋର୍ଟର):କୋରାପୁଟରେ କଂଗ୍ରେସ୍‌ ପ୍ରାର୍ଥୀଙ୍କ କାର୍‌ରୁ ଲକ୍ଷାଧିକ ଟଙ୍କା ଜବତ। ପ୍ରାର୍ଥୀ କୃଷ୍ଣ କୁଳଦୀପଙ୍କ କାର୍‌ରୁ ୧ ଲକ୍ଷ ୯ ହଜାର ୫ଶହ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି।

ରାସ୍ତାରେ ତନଖି ବେଳେ କାର୍‌ ଭିତରୁ ପୁଲିସ୍‌ ଏହି ଟଙ୍କା ଜବତ କରିଛି। ସମସ୍ତ ଟଙ୍କା ସହ ଏକ ହୁଣ୍ଡାଇ କ୍ରେଟା କାର୍‌କୁ ମଧ୍ୟ ପୁଲିସ୍‌ ଜବତ କରିଛି। ତେବେ କୃଷ୍ଣ କଣ ପାଇଁ ଓ କୁଆଡ଼େ ଟଙ୍କା ନେଉଥିଲେ କିଛି ସ୍ପଷ୍ଟ ହୋଇନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos