ହାଇଦ୍ରାବାଦ ଚାଲାଣ ହେଉଥିଲେ ୪୪ ଦାଦନ ଶ୍ରମିକ, ଅଟକାଇ ଦେଲା ପୁଲିସ୍‌

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବ୍ୟାପକ ସଚେତନତା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମିବା ନାଁ ଧରୁନି। କାମ ଯୋଗାଇଦେବାର ପ୍ରଲୋଭନ ଦେଖାଇ ହାଇଦ୍ରାବାଦ ଚାଲାଣବେଳେ ବଲାଙ୍ଗିର ରେଲୱେ ଷ୍ଟେସନରୁ ୪୪ଜଣ ଦାଦନ ଶ୍ରମିକ ଉଦ୍ଧାର କରିଛି  ପୁଲିସ। ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୧୪ ଜଣ ନାବାଳକ ଅଛନ୍ତି।  ସମସ୍ତଙ୍କ ଘର ବେଲପଡା ଥାନା ରେଙ୍ଗାଳୀ ଗାଁର ବୋଲି ଜଣାଯାଇଛି। ଗତକାଲି ୪୪ ଜଣ ଦାଦନ ଶ୍ରମିକଙ୍କୁ ଇଟା ଭାଟିରେ କାମ କରିବାକୁ ହାଇଦ୍ରାବାଦ ଚାଲାଣ କରାଯାଉଥିଲା। ଏନେଇ ବଲାଙ୍ଗିର […]

labour

labour

Tapaswini Nayak
  • Published: Friday, 25 November 2022
  • Updated: 25 November 2022, 12:12 PM IST

Sports

Latest News

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବ୍ୟାପକ ସଚେତନତା ସତ୍ତ୍ୱେ ବେଆଇନ ଦାଦନ ଚାଲାଣ କମିବା ନାଁ ଧରୁନି। କାମ ଯୋଗାଇଦେବାର ପ୍ରଲୋଭନ ଦେଖାଇ ହାଇଦ୍ରାବାଦ ଚାଲାଣବେଳେ ବଲାଙ୍ଗିର ରେଲୱେ ଷ୍ଟେସନରୁ ୪୪ଜଣ ଦାଦନ ଶ୍ରମିକ ଉଦ୍ଧାର କରିଛି  ପୁଲିସ। ଉଦ୍ଧାର ଶ୍ରମିକଙ୍କ ମଧ୍ୟରେ ୧୪ ଜଣ ନାବାଳକ ଅଛନ୍ତି।  ସମସ୍ତଙ୍କ ଘର ବେଲପଡା ଥାନା ରେଙ୍ଗାଳୀ ଗାଁର ବୋଲି ଜଣାଯାଇଛି।

ଗତକାଲି ୪୪ ଜଣ ଦାଦନ ଶ୍ରମିକଙ୍କୁ ଇଟା ଭାଟିରେ କାମ କରିବାକୁ ହାଇଦ୍ରାବାଦ ଚାଲାଣ କରାଯାଉଥିଲା। ଏନେଇ ବଲାଙ୍ଗିର ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଏନେଇ ଷ୍ଟେସନରେ ଜଗି ରହିଥିଲା। ଦାଦନ ଶ୍ରମିକମାନେ ଷ୍ଟେସନରେ ପହଞ୍ଚିବା ପରେ ପୁଲିସ ସେମାନଙ୍କୁ ଉଦ୍ଧାର କରିଥିଲା।  ଏହି ଦାଦନ ଶ୍ରମିକଙ୍କୁ ପୁଲିସ ଉଦ୍ଧାର କରି ପଚରାଉଚରା କରୁଛି ଓ ଘଟଣା ତଦନ୍ତ କରୁଛି। ଏମାନଙ୍କୁ କିଏ ଦାଦନ ଖଟିବାକୁ ହାଇଦ୍ରାବାଦ ଚାଲାଣ କରୁଥିଲେ, ଏହି ଘଟଣାରେ କେଉଁ କେଉଁମାନେ ସଂପୃକ୍ତ ଅଛନ୍ତି, ପୁଲିସ ତାର ଖୋଳତାଡ଼ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story