ରାଜଧାନୀରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡ଼ି ନାହିଁ। ପୁଲିସ୍‌ ମୃତଦେହ ଜବତ କରି ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ଗଞ୍ଜମ ଜିଲ୍ଲାର ଚିତ୍ରସେନ୍‌ ଗୌଡ଼ ବିଜୟୱାଡ଼ାରେ କାମ କରନ୍ତି। ସେ ରବିବାର ସାଲିଆ ସାହିରେ ରହୁଥିବା ତାଙ୍କ ପ୍ରେମିକା ପି.ବର୍ଷା ରେଡ୍ଡୀଙ୍କୁ ଦେଖା କରିବାକୁ ଆସିଥିଲେ। ସବୁଦିନ ପରି ରବିବାର ବର୍ଷାଙ୍କ ବାପା ମାଧବ ଓ ତାଙ୍କ ମାଆ […]

lover

lover

Manoranjan Sial
  • Published: Monday, 05 December 2022
  • Updated: 05 December 2022, 05:08 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡ଼ି ନାହିଁ। ପୁଲିସ୍‌ ମୃତଦେହ ଜବତ କରି ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

ଗଞ୍ଜମ ଜିଲ୍ଲାର ଚିତ୍ରସେନ୍‌ ଗୌଡ଼ ବିଜୟୱାଡ଼ାରେ କାମ କରନ୍ତି। ସେ ରବିବାର ସାଲିଆ ସାହିରେ ରହୁଥିବା ତାଙ୍କ ପ୍ରେମିକା ପି.ବର୍ଷା ରେଡ୍ଡୀଙ୍କୁ ଦେଖା କରିବାକୁ ଆସିଥିଲେ। ସବୁଦିନ ପରି ରବିବାର ବର୍ଷାଙ୍କ ବାପା ମାଧବ ଓ ତାଙ୍କ ମାଆ କାମକୁ ଯାଇଥିଲେ। ବର୍ଷା ଏକାକୀ ଘରେ ଥିଲେ। ଏହାର ସୁଯୋଗ ନେଇ ବର୍ଷାଙ୍କ ଘରକୁ ଆସିଥିଲେ ଚିତ୍ରସେନ।

ମାଧବ ଓ ତାଙ୍କ ପତ୍ନୀ କାମରୁ ଆସି ଦେଖନ୍ତି ଘର ଭିତରେ ବର୍ଷା ଓ ଚିତ୍ରସେନଙ୍କ ଝୁଲନ୍ତା ମୃତଦେହ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। କମିଶନରେଟ୍‌ ପୁଲିସ୍‌ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଚଳାଇଛି। ତେବେ ବର୍ତ୍ତମାନ ସୁଦ୍ଧା ଏହା ଆତ୍ମହତ୍ୟା ନା ହତ୍ୟା ତାହା ଜଣାପଡ଼ି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story