୩ ଦିନ ପରେ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ୩ ଦିନ ପରେ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ। ବଲାଙ୍ଗିର ଶାନ୍ତିପଡାର ନିଖୋଜ ବ୍ୟାଙ୍କ କୃଷି ଅଧିକାରୀ ଦିବ୍ୟରଂଜନ ମିଶ୍ରଙ୍କ ମୃତଦେହ ସୋନପୁର ଜିଲ୍ଲା ଅଂଗ ନଦୀର ଜୁଲୁଣ୍ଡା ନିକଟରୁ ଉଦ୍ଧାର କରିଛି ଅଗ୍ନିଶମ ବିଭାଗ। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା  ହତ୍ୟା କରାଯାଇଛି? ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି। ବରଗଡ ଜିଲ୍ଲା ବରପାଲି ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ଏଗ୍ରିକଲଚର ମ୍ୟାନେଜର ଦିବ୍ୟ ରଞ୍ଜନ […]

DibyaRanjan-Mishra

DibyaRanjan-Mishra

Manoranjan Sial
  • Published: Saturday, 13 August 2022
  • Updated: 13 August 2022, 06:29 PM IST

Sports

Latest News

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ୩ ଦିନ ପରେ ମିଳିଲା ବ୍ୟାଙ୍କ ମ୍ୟାନେଜରଙ୍କ ମୃତଦେହ। ବଲାଙ୍ଗିର ଶାନ୍ତିପଡାର ନିଖୋଜ ବ୍ୟାଙ୍କ କୃଷି ଅଧିକାରୀ ଦିବ୍ୟରଂଜନ ମିଶ୍ରଙ୍କ ମୃତଦେହ ସୋନପୁର ଜିଲ୍ଲା ଅଂଗ ନଦୀର ଜୁଲୁଣ୍ଡା ନିକଟରୁ ଉଦ୍ଧାର କରିଛି ଅଗ୍ନିଶମ ବିଭାଗ। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା  ହତ୍ୟା କରାଯାଇଛି? ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ। ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

ବରଗଡ ଜିଲ୍ଲା ବରପାଲି ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ଏଗ୍ରିକଲଚର ମ୍ୟାନେଜର ଦିବ୍ୟ ରଞ୍ଜନ ମିଶ୍ର ଅଫିସିଆଲ୍‌ କାମରେ ସୋନପୁର ଜିଲ୍ଲାର ବିନିକା ଅଞ୍ଚଳକୁ ଯାଇଥିଲେ। କାମ ସାରି ଫେରିବା ବେଳେ ସେହିଦିନ ସନ୍ଧ୍ୟା ପ୍ରାୟ ୬ ଟାରେ ନିଜ ସ୍ତ୍ରୀଙ୍କ ଫୋନ୍‌ରେ କଥା ହୋଇଥିଲେ। ଶୀଘ୍ର ଘରକୁ ଫେରିବେ ବୋଲି କହିଥିଲେ। ତେବେ ରାତି ୭ ଟା ପରେ ତାଙ୍କ ଫୋନ ସ୍ୱିଚ ଅଫ ହୋଇଯାଇଥିଲା। ତା’ପରେ ତାଙ୍କର ପତ୍ତା ମିଳିନଥିଲା। ପରିବାର ଲୋକେ ବିନିକା ଅଞ୍ଚଳକୁ ଯାଇ ଖୋଜାଖୋଜି କରିଥିଲେ। ପରେ ଏନେଇ ଥାନାରେ ଅଭିଯୋଗ କରିଥିଲେ।

୧୦ ତାରିଖ ବିଳମ୍ବିତ ରାତିରେ ବଲାଙ୍ଗିର-ସମ୍ୱଲପୁର ଏନ୍‌ଏଚ-୨୬, ଚେରୁପାଲି ବ୍ରିଜ୍‌ ଉପରେ ଗୋଟିଏ ବାଇକ୍‌ ଠିଆ ହୋଇଥିବା ପୁଲିସ୍‌କୁ ଖବର ମିଳିଥିଲା। ପୁଲିସ୍‌ ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲା। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ୍‌ ଓ ହେଲମେଟକୁ ଚିହ୍ନଟ କରିଥିଲେ। ଏହା ପରେ ଡୁଙ୍ଗୁରିପାଲି ଅଗ୍ନିଶମ ବାହିନୀ ବ୍ରିଜ ନିକଟରେ ଖୋଜାଖୋଜି କରିଥିଲେ ମଧ୍ୟ ପାଇନଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story