ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଇଏଫ୍ଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କୁ ରିମାଣ୍ଡରେ ଆଣିବ କମିଶନରେଟ ପୁଲିସ। ତାଙ୍କ ଦସ୍ତଖତ ନମୁନାକୁ ଯାଞ୍ଚ ପାଇଁ ହ୍ୟାଣ୍ଡରାଇଟିଂ ବ୍ୟୁରୋକୁ ପଠାଯିବ। ଆପଏଣ୍ଟମେଣ୍ଟ ଲେଟରରେ ଥିବା ଆକାଶଙ୍କ ଦସ୍ତଖତକୁ ମେଳକ କରାଯିବ। ଟାଟା ନାଁରେ ଆକାଶ ବାଣ୍ଟିଥିବା ନିଯୁକ୍ତିପତ୍ର ସହ ଦସ୍ତଖତ ମେଳକ ହେବ ବୋଲି ଟୁଇନ୍ ସିଟି ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ।
ଆକାଶ ନିଜକୁ ଟାଟା ମୋଟର୍ସର ଏମ୍ଡି ପରିଚୟ ଦେଇ ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କୁ ଠକିଥିଲେ। ଟାଟାରେ ଚାକିରି କରାଇଦେବା ନାଁରେ କୋଟି କୋଟି ଟଙ୍କା ହରିଲୁଟ୍ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଗିରଫ ହୋଇ ଆକାଶ, ତାଙ୍କ ବାପା ଅଭୟକାନ୍ତ ଓ ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀ ଜେଲ୍ରେ ରହିଛନ୍ତି। ଆକାଶ ଓ ପ୍ରଦୀପଙ୍କ ଆକାଉଣ୍ଟ ଭିତରେ କୋଟି କୋଟି ଟଙ୍କା କାରବାର ହୋଇଥିବାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ(ଇଡି) ଏବେ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।