ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପୁଲିସ୍-ଶ୍ରମିକ ହାତାହାତି

କେନ୍ଦୁଝର (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୁଲିସ-ଶ୍ରମିକ ଧସ୍ତାଧସ୍ତି। ଯୋଡ଼ା ଖଣିଅଞ୍ଚଳ ତ୍ରିବେଣୀ ଓ MTLL କମ୍ପାନୀରୁ ଛଟେଇ ଶ୍ରମିକମାନେ ଆଜି ଜିଲ୍ଲାପାଳଙ୍କୁ ଦାବି ଜଣାଇବାକୁ ଆସିଥିବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପୁଲିସ ସହ ମୁହାଁମୁହିଁ ହୋଇଥିଲେ। ଖଣି କମ୍ପାନୀ ଶତାଧିକ ଶ୍ରମିକଙ୍କୁ ବେଆଇନ ଭାବେ ଛଟେଇ କରିଥିବା ଅଭିଯୋଗ ନେଇ ଶ୍ରମିକ ମାନେ କାଳିପଡ଼ିଆରୁ ଏକ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଏହାପରେ ଶ୍ରମିକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଠିଆ ହୋଇଥିବା […]

keon

keon

Ranjit Kumar Jena
  • Published: Monday, 19 October 2020
  • Updated: 19 October 2020, 05:10 PM IST

Sports

Latest News

କେନ୍ଦୁଝର (ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପୁଲିସ-ଶ୍ରମିକ ଧସ୍ତାଧସ୍ତି। ଯୋଡ଼ା ଖଣିଅଞ୍ଚଳ ତ୍ରିବେଣୀ ଓ MTLL କମ୍ପାନୀରୁ ଛଟେଇ ଶ୍ରମିକମାନେ ଆଜି ଜିଲ୍ଲାପାଳଙ୍କୁ ଦାବି ଜଣାଇବାକୁ ଆସିଥିବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପୁଲିସ ସହ ମୁହାଁମୁହିଁ ହୋଇଥିଲେ।

ଖଣି କମ୍ପାନୀ ଶତାଧିକ ଶ୍ରମିକଙ୍କୁ ବେଆଇନ ଭାବେ ଛଟେଇ କରିଥିବା ଅଭିଯୋଗ ନେଇ ଶ୍ରମିକ ମାନେ କାଳିପଡ଼ିଆରୁ ଏକ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଏହାପରେ ଶ୍ରମିକମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଠିଆ ହୋଇଥିବା ବେଳେ ପୁଲିସ ସହ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି। ତେବେ ଏନେଇ ସମ୍ପୃକ୍ତ ଖଣି କମ୍ପାନୀ କିମ୍ବା ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story