ନିର୍ବାଚନ ଡ୍ୟୁଟି ପୂର୍ବରୁ ଆଖିବୁଜିଲେ ପୋଲିଂ କର୍ମଚାରୀ

ଭଦ୍ରକ (ପାର୍ଥ ସାରଥି ନାୟକ): ଧାମନଗର ଉପ ନିର୍ବାଚନରେ ନିୟୋଜିତ ଥିବା ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।  ତାଙ୍କ ନାଁ ନଟବର ମୁଣ୍ଡା। ତାଙ୍କ ଘର  ଭଦ୍ରକ ଜିଲ୍ଲା ବାଗୁରାଇ ଅଞ୍ଚଳରେ। ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍‌ରେ ନିୟୋଜିତ କରାଯାଇଥିଲା। ଗତକାଲି ବୁଥ୍‌ରେ ପହଞ୍ଚିବା ପରେ ସେ ଅସୁସ୍ଥ ଅନୁଭବ କରିଥିଲେ। ପରେ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା। ନଟବରଙ୍କୁ ନିର୍ବାଚନ ଡ୍ୟୁଟିରୁ ଅବ୍ୟାହତି  ଦିଆଯାଇଥିଲା। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ […]

DeadBody

DeadBody

Tapaswini Nayak
  • Published: Thursday, 03 November 2022
  • Updated: 03 November 2022, 01:21 PM IST

Sports

Latest News

ଭଦ୍ରକ (ପାର୍ଥ ସାରଥି ନାୟକ): ଧାମନଗର ଉପ ନିର୍ବାଚନରେ ନିୟୋଜିତ ଥିବା ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।  ତାଙ୍କ ନାଁ ନଟବର ମୁଣ୍ଡା। ତାଙ୍କ ଘର  ଭଦ୍ରକ ଜିଲ୍ଲା ବାଗୁରାଇ ଅଞ୍ଚଳରେ।

ନଟବରଙ୍କୁ ଧାମନଗରର ୧୩୯ ନମ୍ବର ବୁଥ୍‌ରେ ନିୟୋଜିତ କରାଯାଇଥିଲା। ଗତକାଲି ବୁଥ୍‌ରେ ପହଞ୍ଚିବା ପରେ ସେ ଅସୁସ୍ଥ ଅନୁଭବ କରିଥିଲେ। ପରେ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା।

ନଟବରଙ୍କୁ ନିର୍ବାଚନ ଡ୍ୟୁଟିରୁ ଅବ୍ୟାହତି  ଦିଆଯାଇଥିଲା। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଥିବା ଭଦ୍ରକ ଜ଼ିଲ୍ଲାପାଳ ସୂଚନା ଦେଇଛନ୍ତି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ନଟବରଙ୍କର ହଠାତ୍ ମୃତ୍ୟୁ ଘଟିବା ଏକ ଦୁଃଖଦ ଘଟଣା। ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା କ୍ଷତିପୁରଣ ମିଳିବ ।

ଧାମନଗର ଉପ ନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ସକାଳ ୧୦ଟା ସୁଦ୍ଧା ୧୦.୨୫% ମତଦାନ ହୋଇଥିବା ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story