ଜୟପୁର(ଟି.ଗୌରୀଶଙ୍କର): ରାତି ପାହିଲେ ଦକ୍ଷିଣ ଭାରତୀୟଙ୍କ ବଡ଼ ପର୍ବ ପୋଙ୍ଗଲ ତଥା ମକର ସଂକ୍ରାନ୍ତି ପାଳନ ହେବ। ହେଲେ ଆଜିଠୁ ଜମିଲାଣି ପୋଙ୍ଗଲ ପର୍ବର ଧୁମ୍। ଦୂରଦୁରାନ୍ତରେ ଥିବା ସମସ୍ତ ବନ୍ଧୁ ପରିଜନ ଘରେ ପହଞ୍ଚିଲେଣି। ଆଜି ଭୋଗୀ ତଥା ଲହରୀ ପାଳନ କରାଯାଉଛି। ଗତରାତିଠାରୁ ତେଲୁଗୁ ସମ୍ପ୍ରଦାୟର ଯୁବକ ଓ ବୟସ୍କ ସମସ୍ତେ କାଠ ପ୍ରସ୍ତୁତ କରି ନିଆଁ ଜାଳିଛନ୍ତି।
ଏହି ଉତ୍ସବକୁ ଜୟପୁର ସହରରେ ବେଶ ଜାକଜମକରେ ପାଳନ କରାଯାଇଛି। ଆସନ୍ତାକାଲି ମକର ସଂକ୍ରାନ୍ତି ଅବସରରେ ପିତୃ ପୁରୁଷଙ୍କୁ ପିଣ୍ଡ ଦେବା ସହ ନୂଆ ଖାଇବେ ଦକ୍ଷିଣ ଭାରତୀୟ ଲୋକେ। ଏହାସହ ପିଠା ପଣାର ଆସର ମଧ୍ୟ ଜମିବ। ଆଉ ତୃତୀୟ ଦିନରେ କାନୁମୁ ତଥା ଛାଡ଼ ଖାଇ ପାଳନ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।