ଆସିଲା ବ୍ୟବଚ୍ଛେଦ ରିପୋର୍ଟ; ଶ୍ୱାସରୁଦ୍ଧ ହୋଇ ଯାଇଛି ଶ୍ୱେତାଙ୍କ ଜୀବନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସିଲା ସଫ୍ଟୱେୟାର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ଶ୍ୱେତାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ ଅଛି। ଶ୍ୱେତାଙ୍କ ବେକ ବ୍ୟତିତ ଶରୀରରେ ଅନ୍ୟ କେଉଁଠି କ୍ଷତଚିହ୍ନ  ନ ଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଶୁକ୍ରବାର ବିଳମ୍ବିତ ରାତିରେ ଶ୍ୱେତା ରୁମ୍‌ ଭିତରେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଶନିବାର ଘର ଲୋକେ ତାଙ୍କୁ ଫୋନ୍ କରିଥିଲେ। କିନ୍ତୁ ତାଙ୍କ ମୋବାଇଲ ସୁଇଚ ଅଫ୍ ଥିଲା। ଶ୍ୱେତାଙ୍କ ସହିତ ଯୋଗାଯୋଗ କରିବାରେ […]

sweta

sweta

Niharika Rout
  • Published: Wednesday, 24 August 2022
  • Updated: 24 August 2022, 12:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସିଲା ସଫ୍ଟୱେୟାର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ଶ୍ୱେତାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ ଅଛି। ଶ୍ୱେତାଙ୍କ ବେକ ବ୍ୟତିତ ଶରୀରରେ ଅନ୍ୟ କେଉଁଠି କ୍ଷତଚିହ୍ନ  ନ ଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

ଶୁକ୍ରବାର ବିଳମ୍ବିତ ରାତିରେ ଶ୍ୱେତା ରୁମ୍‌ ଭିତରେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଶନିବାର ଘର ଲୋକେ ତାଙ୍କୁ ଫୋନ୍ କରିଥିଲେ। କିନ୍ତୁ ତାଙ୍କ ମୋବାଇଲ ସୁଇଚ ଅଫ୍ ଥିଲା। ଶ୍ୱେତାଙ୍କ ସହିତ ଯୋଗାଯୋଗ କରିବାରେ ବିଫଳ ହେବା ପରେ ପରିବାର ଲୋକେ ଚନ୍ଦ୍ରଶେଖରପୁର ଥାନା ପୁଲିସ୍‌କୁ ଖବର ଦେଇଥିଲେ। ଏହା ପରେ ପୁଲିସ ଶ୍ୱେତା ରହୁଥିବା ଆପାର୍ଟମେଣ୍ଟକୁ ଯାଇ କବାଟ ବାଡ଼େଇ ଭାଙ୍ଗିଥିଲା। ଏହାପରେ ଶ୍ୱେତା ବେକରେ ଓଢ଼ଣୀ ଲଗାଇ ଫ୍ୟାନରେ ଝୁଲି ପଡ଼ିଥିବା ପୁଲିସ୍ ଦେଖିବାକୁ ପାଇଥିଲା। ଏହାପରେ ପୁଲିସ୍‌ ମୃତଦେହକୁ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା।

ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ କହିଛନ୍ତି, ଏହି ଘଟଣା ଘଟିବା ପରେ ପ୍ରଥମେ ଶ୍ୱେତାଙ୍କ ପୁରୁଷ ବନ୍ଧୁ ସୌମ୍ୟଜିତଙ୍କୁ ଡାକି ପଚରାଉଚରା କରାଯାଇଥିଲା। ସେତେବେଳେ ତାଙ୍କ ମାନସିକ ସ୍ଥିତି ଠିକ୍‌ ନ ଥିଲା। ତାଙ୍କ ସହ ତାଙ୍କ ଅଭିଭାବକ ଆସିଥିବା ବେଳେ ସେମାନେ ତାଙ୍କୁ ଘରକୁ ନେଇ ଯାଇଥିଲେ। ବରିଷ୍ଠ ପୁଲିସ୍‌ ଅଧିକାରୀ ଘଟଣା ଉପରେ ନଜର ରଖିଥିବା ବେଳେ ଏନେଇ ସେମାନେ ସୌମ୍ୟଜିତଙ୍କ ଅଭିଭାବକଙ୍କ ସହ ସମ୍ପର୍କରେ ଅଛନ୍ତି। ଶ୍ୱେତାଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ଲୋକେ ଦେଇଥିବା ଅଭିଯୋଗ ଆଧାରରେ ତଦନ୍ତକୁ ତ୍ୱରାନ୍ୱିତ କରାଯାଇଛି ବୋଲି କହିଛନ୍ତି ଡିସିପି ।

ସୌମ୍ୟଜିତ ଏବେ ଚନ୍ଦ୍ରଶେଖରପୁର ପୁଲିସ୍‌ ହେପାଜତରେ ଥିବା ନେଇ କିନ୍ତୁ ପାଟି ଫିଟାଇ ନାହାନ୍ତି ଡିସିପି। ତେଣୁ ସତରେ ସୌମ୍ୟଜିତ ଧରାପଡ଼ିଛି ନା ଏବେବି ଫେରାର ଅଛି ସେ ସମ୍ପର୍କରେ ସଠିକ୍‌ ତଥ୍ୟ ମିଳିପାରିନି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story