ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ନିଖୋଜ ପୋଷ୍ଟର ମାରିବା ମହଙ୍ଗା ପଛି। ବାଲେଶ୍ୱର ଟାଉନ୍ ଥାନ ପୁଲିସ ଆଜି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଟାଉନ ଅଞ୍ଚଳର ଜ୍ଞାନେନ୍ଦ୍ର ମହାନ୍ତି ଓ ଗୌତମ ସାହୁ। ଏବେ ସୁଦ୍ଧା ଆଉ ଦୁଇ ଅଭିଯୁକ୍ତ ଫେରାର ଅଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଚାଲିଛି। କେନ୍ଦ୍ରମନ୍ତ୍ରୀଙ୍କ ପୋଷ୍ଟର ମରାବା ଅଭିଯୋଗରେ ୪ ଜଣଙ୍କ ନାଁରେ ଏତଲା ହୋଇଥିଲା।
କେନ୍ଦ୍ରମନ୍ତ୍ରୀ ନିଖୋଜ ନେଇ ସହରରେ ପୋଷ୍ଟର ମରାଯାଇଥିଲା। ବାଲେଶ୍ୱର ଷ୍ଟେସନ ଛକ ଓ ସହରର ବିଭିନ୍ନ ସ୍ଥାନରେ ଏଭଳି ପୋଷ୍ଟର ମରାଯାଇଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ବ୍ୟକ୍ତି ସୋଶାଲ ମିଡିଆରେ ଏହାକୁ ଅପଲୋଡ୍ କରିଥିବା ଅଭିଯୋଗ ହୋଇଥିଲା। ଏଭଳି ଅପପ୍ରଚାର କରି ମନ୍ତ୍ରୀ ତଥା ବାଲେଶ୍ୱର ସାଂସଦଙ୍କ ସମ୍ମାନହାନୀ କରାଯାଥିବା ବିଜେପି ପକ୍ଷରୁ ଅଭିଯୋଗ କରାଯାଇଥିଲା। ଏପରି ଘୃଣ୍ୟ କାମ କରିଥିବା ବ୍ୟକ୍ତିଙ୍କୁ ଗିରଫ କରିବାକୁ ଦାବି ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କଂସ ଦେଲେ ନିର୍ଦ୍ଦେଶ, ଧନୁଯାତ୍ରା ମଞ୍ଚରେ ଗୀତ ଗାଇଲେ ସିଦ୍ଧାନ୍ତ: ଦେଖନ୍ତୁ ଭିଡିଓ
କଂସ ମହାରାଜଙ୍କ ନିର୍ଦ୍ଦେଶରେ ସେ ଦୁଇଟି ଗୀତ ଗାଇବା ସହ ଗୋଟିଏ ଫିଲ୍ମର ଡାଏଲଗ ସମସ୍ତଙ୍କୁ ଶୁଣାଇଥିଲେ।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।