ଏଣିକି ପ୍ରିପେଡ୍‌ରେ କନେକ୍ସନ, ବିଜୁଳି ଚୋରି ରୋକିବ ସ୍ମାର୍ଟ ମିଟର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଜୁଳି ଚୋରି ରୋକିବାକୁ ଲାଗିବ ପ୍ରିପେଡ୍ ଓ ସ୍ମାର୍ଟ ମିଟର। ଏହି ପ୍ରିପେଡ୍ ମିଟର ପ୍ରଥମେ ସମ୍ବଲପୁରରେ ପାଇଲଟ ପ୍ରକଳ୍ପ ଭାବେ ଲାଗୁ ହେବ। ସମ୍ବଲପୁରରେ ପ୍ରଥମେ ୪୫୦୦ ପ୍ରିପେଡ୍ ମିଟର ଲଗାଯିବ। ମିଟରରେ ଡିଜିଟାଲ କାର୍ଡ ରହିବ। ଉପଭୋକ୍ତା ଏହାକୁ ରିଚାର୍ଜ କରିବେ। ଆଗୁଆ ପଇସା ପକାଇ ରିଚାର୍ଜ କରି ବିଦ୍ୟୁତ୍‌ ବ୍ୟବହାର କରିବେ ଗ୍ରାହକ। ସ୍ମାର୍ଟ ମିଟର ପ୍ରଥମେ ରାଉରକେଲାରେ ‌ଆରମ୍ଭ କରାଯିବ। ମିଟରକୁ ଯେମିତି ଟ୍ୟାମ୍ପର ବା ସ୍ଲୋ କରି ନ […]

lite000000000000000000

lite000000000000000000

Tapaswini Nayak
  • Published: Monday, 19 August 2019
  • Updated: 19 August 2019, 03:53 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଜୁଳି ଚୋରି ରୋକିବାକୁ ଲାଗିବ ପ୍ରିପେଡ୍ ଓ ସ୍ମାର୍ଟ ମିଟର। ଏହି ପ୍ରିପେଡ୍ ମିଟର ପ୍ରଥମେ ସମ୍ବଲପୁରରେ ପାଇଲଟ ପ୍ରକଳ୍ପ ଭାବେ ଲାଗୁ ହେବ। ସମ୍ବଲପୁରରେ ପ୍ରଥମେ ୪୫୦୦ ପ୍ରିପେଡ୍ ମିଟର ଲଗାଯିବ। ମିଟରରେ ଡିଜିଟାଲ କାର୍ଡ ରହିବ। ଉପଭୋକ୍ତା ଏହାକୁ ରିଚାର୍ଜ କରିବେ। ଆଗୁଆ ପଇସା ପକାଇ ରିଚାର୍ଜ କରି ବିଦ୍ୟୁତ୍‌ ବ୍ୟବହାର କରିବେ ଗ୍ରାହକ। ସ୍ମାର୍ଟ ମିଟର ପ୍ରଥମେ ରାଉରକେଲାରେ ‌ଆରମ୍ଭ କରାଯିବ। ମିଟରକୁ ଯେମିତି ଟ୍ୟାମ୍ପର ବା ସ୍ଲୋ କରି ନ ହେବ ସେଥିଲାଗି ବ୍ୟବସ୍ଥା ରହିବ। କେହି କିଛି ଭୁଲ କଲେ ଏହା ଆପେ ଆପେ ଜଣାପଡ଼ିଯିବ।

ଏମିତିକି ବିଲ୍ ପେମେଣ୍ଟ ନ କଲେ ବିଦ୍ୟୁତ ବିଚ୍ଛିନ୍ନ କରି ଦିଆଯାଇପାରିବ। ପାଇଲଟ ପ୍ରୋଜେକ୍ଟ ସଫଳ ହେଲେ ଅନ୍ୟ ସହରରେ ଲାଗୁହେବ।

ତେବେ ମିଟର ପାଇଁ ଉପଭୋକ୍ତାମାନଙ୍କୁ କିଛି ପଇଠ କରିବାକୁ ପଡ଼ିବ ନାହିଁ। ସ୍ମାର୍ଟ ମିଟର କାର୍ଯ୍ୟକାରୀ ନେଇ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହି ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story