ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଗତକାଲି ରାତିରେ ପ୍ରବୀଣା ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ। ସେଠାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ହସପିଟାଲ ନିଆଯାଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା।  ତାଙ୍କ ମରଶରୀରକୁ କଟକ ଶେଖବଜାର ସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଛି।  

death

death

Tapaswini Nayak
  • Published: Saturday, 01 June 2019
  • Updated: 01 June 2019, 08:11 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।

ଗତକାଲି ରାତିରେ ପ୍ରବୀଣା ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ। ସେଠାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ହସପିଟାଲ ନିଆଯାଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା।  ତାଙ୍କ ମରଶରୀରକୁ କଟକ ଶେଖବଜାର ସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଛି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos