ଅର୍ଥମନ୍ତ୍ରୀ ପଦ୍ମପୁରରେ; ୧୬,୮୦୦କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କଲେ ଅମାତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧୬,୮୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ଖର୍ଚ୍ଚ ଦାବିକୁ ଆଜି ବିଧାନସଭାରେ ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଉପସ୍ଥାପନ କରିଛନ୍ତି । ପଦ୍ମପୁର ଉପନିର୍ବାଚନରେ ଚାଷୀ ଆନ୍ଦୋଳନକୁ ପ୍ରଶମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ୨୦୦କୋଟି ଟଙ୍କାର ଇନପୁଟ ସବସିଡି ବାବଦ ଅର୍ଥର ବ୍ୟବସ୍ଥା ଏହି ଅତିରିକ୍ତ ବଜେଟରେ କରାଯାଇଛି । ୨୦୨୨-୨୩ ଆର୍ଥିକ ବର୍ଷର ମୂଳ ବଜେଟ ୨ଲକ୍ଷ କୋଟି ଟଙ୍କା […]

Odisha Assembly

Odisha Assembly

Ordigital Desk
  • Published: Thursday, 24 November 2022
  • Updated: 24 November 2022, 08:01 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧୬,୮୦୦କୋଟି ଟଙ୍କାର ପ୍ରଥମ ଅତିରିକ୍ତ ଖର୍ଚ୍ଚ ଦାବିକୁ ଆଜି ବିଧାନସଭାରେ ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଉପସ୍ଥାପନ କରିଛନ୍ତି । ପଦ୍ମପୁର ଉପନିର୍ବାଚନରେ ଚାଷୀ ଆନ୍ଦୋଳନକୁ ପ୍ରଶମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ୨୦୦କୋଟି ଟଙ୍କାର ଇନପୁଟ ସବସିଡି ବାବଦ ଅର୍ଥର ବ୍ୟବସ୍ଥା ଏହି ଅତିରିକ୍ତ ବଜେଟରେ କରାଯାଇଛି ।

୨୦୨୨-୨୩ ଆର୍ଥିକ ବର୍ଷର ମୂଳ ବଜେଟ ୨ଲକ୍ଷ କୋଟି ଟଙ୍କା ଥିବାବେଳେ ଅତିରିକ୍ତ ବଜେଟରେ ଏହାର ପ୍ରାୟ ୮.୪% ଅର୍ଥାତ୍ ୧୬୮୦୦କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପଦ୍ମପୁର ନିର୍ବାଚନ ପ୍ରଚାର କାର୍ଯ୍ୟରେ ବ୍ୟସ୍ତ ଥିବାରୁ ତାଙ୍କ ପରିବର୍ତ୍ତେ ଶ୍ରୀ ଅମାତ୍ ଏହି ଖର୍ଚ୍ଚ ଦାବି ଆଗତ କରିଛନ୍ତି, ଯାହାକି ଓଡ଼ିଶା ବିଧାନସଭାରେ ନୂଆ ଏକ ପରମ୍ପରା ସୃଷ୍ଟି କରିଛି । ଏହି ଅତିରିକ୍ତ ବଜେଟ ସହ ରାଜ୍ୟରେ ମୋଟ ବିତ୍ତୀୟ ନିଅଣ୍ଟ ପରିମାଣ ରାଜ୍ୟ ଘରୋଇ ଉତ୍ପାଦର ୩ ପ୍ରତିଶତ ମଧ୍ୟରେ ଓ ରାଜ୍ୟର ଋଣ ବୋଝ ମଧ୍ୟ ସର୍ବାଧିକ ୨୫ ପ୍ରତିଶତ ମଧ୍ୟରେ ସୀମିତ ରହିବ ବୋଲି ବଜେଟରେ ଆକଳନ ହୋଇଛି ।

ବିଧାନସଭାରେ ଆଗତ ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଅନୁସାରେ ପ୍ରଶାସନିକ ବ୍ୟୟ ବାବଦରେ ୪୯୩୪ କୋଟି, କାର୍ଯ୍ୟକ୍ରମ ବ୍ୟୟ ବାବଦରେ ୯୨୦୦କୋଟି ଟଙ୍କା, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ବାଦରେ ୨୬୧୦.୪୬ କୋଟି ଟଙ୍କା ଓ ରାଜ୍ୟ ବଜେଟରୁ ସ୍ଥାନାନ୍ତର ବାବଦରେ ୫୫.୫୪କୋଟି ଟଙ୍କାର ଏଭଳି ମୋଟ ୧୬୮୦୦କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ଜନସାଧାରଣଙ୍କ ଆଶା-ଆକାଂକ୍ଷାକୁ ଦୃଷ୍ଟିରେ ରଖି ଉପଲବ୍ଧ ସମ୍ବଳର ପୁନଃବିନିଯୋଗ ତଥା ବିଭିନ୍ନ ସୂତ୍ରରୁ ମିଳିବାକୁ ଥିବା ସମ୍ବଳ ମାଧ୍ୟମରେ ଏହି ଅତିରିକ୍ତ ବଜେଟ ପାଇଁ ବ୍ୟୟବରାଦ ହୋଇଛି ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ୨୦୨୧ ଖରିଫ ଫସଲ କ୍ଷୟକ୍ଷତିରେ ପ୍ରଭାବିତ ଚାଷୀଙ୍କୁ ସହାୟତା ଦେବା ନିମନ୍ତେ ୨୦୦କୋଟି ଟଙ୍କାର ବ୍ୟବସ୍ଥା ହୋଇଛି। ସେହିପରି ପ୍ରଶାସନିକ ବ୍ୟୟ ବାବଦରେ ମୋଟ ୪୯୩୪ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ଏଥିରୁ ବଜେଟ୍ ସ୍ଥିରୀକରଣ ପାଣ୍ଠି ପାଇଁ ୩୭୦୦କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ସେହିପରି କାର୍ଯ୍ୟକ୍ରମ ବ୍ୟୟ ବରାଦରେ ମୋଟ ୯୨୦୦କୋଟି ଟଙ୍କା ମଧ୍ୟରୁ ୭୧୩୪ କୋଟି ଟଙ୍କାକୁ ଅତିରିକ୍ତ ରାଜସ୍ୱ ତଥା ବିଭିନ୍ନ ବିଭାଗର ଅର୍ଥ ସର୍ମପଣରୁ ଭରଣା କରାଯିବ ଏବଂ ବାକି ୨୦୬୬କୋଟି ଟଙ୍କା ସହବନ୍ଧିତ ସମ୍ବଳ ସୂତ୍ରରୁ ମିଳିବ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ଖରିଫ-୨୦୨୧ କ୍ଷତିପୂରଣ ପାଇଁ ୨୦୦କୋଟି ଟଙ୍କାର ବରାଦ ମଧ୍ୟ ହୋଇଛି ।

ଶିକ୍ଷା, କ୍ରୀଡ଼ା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ମୋଟ ୨୦୮୪କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଏଥିରେ ମୋ ସ୍କୁଲ ଅଭିଯାନ ପାଇଁ ୩୦୬ କୋଟି ଟଙ୍କା, ଅଣସରକାରୀ କଲେଜକୁ ଅନୁଦାନ ପାଇଁ ୧୩୫କୋଟି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ୩୦୧ କୋଟି ଉଚ୍ଚଶିକ୍ଷା ବିଭାଗରେ ସ୍କଲାରସିପ ପାଇଁ ୨୬କୋଟି, କ୍ରୀଡ଼ା ଭିତ୍ତିଭୂମି ବିକାଶ ଓ ପରିଚାଳନା ପାଇଁ ୫୦୮କୋଟି, ଓଡ଼ିଶା ରାଜ୍ୟ ସ୍ୱୟଂ ନିଯୁକ୍ତ ମିଶନ ପାଇଁ ୨୫କୋଟି ଟଙ୍କାର ବ୍ୟୟବରାଦ ହୋଇଛି ।

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ପାଇଁ ୫୫୦କୋଟି ଟଙ୍କା, ପର୍ଯ୍ୟଟନର ପ୍ରଚାର ପ୍ରସାର ଓ ପର୍ଯ୍ୟଟକଙ୍କ ସୂଚନା ପାଇଁ ୯୯କୋଟି ଟଙ୍କା ବ୍ୟୟବରାଦ ହୋଇଛି । ସେହିପରି ଟଙ୍କିକିଆ ଚାଉଳ ବାବଦରେ ୧୬୪ କୋଟି ଟଙ୍କା, ପ୍ରଧାନମନ୍ତ୍ରୀ କୃଷି ସଂଚାଇ ଯୋଜନାରେ ୯୧କୋଟି, ବିଭିନ୍ନ ବିଶ୍ୱବିଦ୍ୟାଳୟକୁ ଅନୁଦାନ ପାଇଁ ୫୩ କୋଟି, ସ୍କୁଲ ଓ ପ୍ରାଥମିକ ସ୍ୱାସ୍ଥ୍ୟସେବା କେନ୍ଦ୍ରର ରକ୍ଷଣାବେକ୍ଷଣ ପାଇଁ ୧୭୩କୋଟି, ପରୀକ୍ଷା ପରିଚାଳନା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଓ ଷ୍ଟାଫ ସିଲେକ୍ସନ ଆୟୋଗଙ୍କୁ ୧୯କୋଟି, ମାଧ୍ୟମିକ ଶିକ୍ଷା ବୋର୍ଡକୁ ୧୨କୋଟି ଟଙ୍କା ଅନୁଦାନ, ମେଡିକାଲ ଶିକ୍ଷା,ଗବେଷଣା ଓ ତାଲିମ ପାଇଁ ୫୨କୋଟି ଟଙ୍କା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ପାଇଁ ୬୩୮କୋଟି ଟଙ୍କା, ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ପାଇଁ ୫୧କୋଟି, ମିଶନ ଶକ୍ତିର ସମ୍ବଳ କାର୍ଯ୍ୟକ୍ରମ ପାଇଁ ୩୩କୋଟି, ଅଙ୍ଗନବାଡ଼ି ଓ ପୋଷଣ-୨.୦ ପାଇଁ ୨୭କୋଟି ଟଙ୍କା, ଆଇସିଡିଏସ୍ ଯୋଜନାରେ ଅଙ୍ଗନବାଡ଼ି କର୍ମୀ ଓ ସହାୟକଙ୍କ ଭତ୍ତା ଏବଂ ଅଙ୍ଗନବାଡ଼ି କେନ୍ଦ୍ରକୁ ନୂଆ ଗ୍ୟାସ ସଂଯୋଗ ପାଇଁ ୬୦କୋଟି, ଆଶୀର୍ବାଦ ଯୋଜନା ପାଇଁ ୧୦କୋଟି ଟଙ୍କାର ବ୍ୟୟବରାଦ ହୋଇଛି ।  ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆବର୍ଗ ବିଭାଗ ପାଇଁ ମୋଟ ୪୩୮କୋଟି ଟଙ୍କା ବ୍ୟୟବରାଦ ହୋଇଛି । ସହରୀ ପରିମଳ ପାଇଁ ୩୩୭ କୋଟି, ସ୍ମାଟସିଟି ଯୋଜନାରେ ୨୯୬କୋଟି ଟଙ୍କା, ଛୋଟ ବନ୍ଦର ବିକାଶ ପାଇଁ ୨କୋଟି, ବସ ଟର୍ମିନାଲ ବିକାଶ ପାଇଁ ୧୮୮କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story