ଆଜି ବିଜେଡିରେ ମିଶିବେ ପ୍ରଦୀପ ମାଝି, ତାରା କହିଲେ-ଫରକ ପଡ଼ିବନି

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ଆଜି ବିଜେଡିରେ ଯୋଗ ଦେବେ ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ । ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ମାଝୀ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ମିଶିବେ । କିଛି ବରିଷ୍ଠ କଂଗ୍ରେସ ନେତା ମଧ୍ୟ ଏହି ଅବସରରେ ବିଜେଡିରେ ସାମିଲ ହେବା ଯୋଜନା ରହିଛି।  ଏଥିପାଇଁ ନବରଙ୍ଗପୁର ସର୍କିଟ ହାଉସ ପଡ଼ିଆରେ ବ୍ୟାପକ ଆୟୋଜନ ହୋଇଛି । ଏହି ମିଶ୍ରଣ କାର୍ଯ୍ୟକ୍ରମରେ ଭର୍ଚୁଆଲ ବୈଠକ ମାଧ୍ୟମରେ ମୁଖ୍ୟମନ୍ତ୍ରୀ […]

pradeep-majhi-&-tara-bahini

pradeep-majhi-&-tara-bahini

Niharika Rout
  • Published: Saturday, 06 November 2021
  • Updated: 06 November 2021, 11:19 AM IST

Sports

Latest News

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ଆଜି ବିଜେଡିରେ ଯୋଗ ଦେବେ ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ । ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ମାଝୀ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ମିଶିବେ । କିଛି ବରିଷ୍ଠ କଂଗ୍ରେସ ନେତା ମଧ୍ୟ ଏହି ଅବସରରେ ବିଜେଡିରେ ସାମିଲ ହେବା ଯୋଜନା ରହିଛି।  ଏଥିପାଇଁ ନବରଙ୍ଗପୁର ସର୍କିଟ ହାଉସ ପଡ଼ିଆରେ ବ୍ୟାପକ ଆୟୋଜନ ହୋଇଛି । ଏହି ମିଶ୍ରଣ କାର୍ଯ୍ୟକ୍ରମରେ ଭର୍ଚୁଆଲ ବୈଠକ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଉଥିବା ବେଳେ ବିଜେଡିର କିଛି ବରିଷ୍ଠ ନେତା ଓ ମନ୍ତ୍ରୀ ସଭା ସ୍ଥଳରେ ଉପସ୍ଥିତ ରହିବ ।

ସେପଟେ ପ୍ରଦୀପ ବିଜେଡିରେ ଯୋଗ ଦେବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜୟପୁର କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି । କେହି ଦଳ ଛାଡ଼ିଲେ କଂଗ୍ରେସକୁ କୌଣସି ଫରକ୍ ପଡ଼ିବନି । କେବଳ ନିର୍ବାଚନ ହାରୁଥିବା ଲୋକେ ଦଳ ଛାଡ଼ୁଥିବା ସେ କହିଛନ୍ତି  ।

ସୂଚନାଯୋଗ୍ୟ, ଅକ୍ଟୋବର ୨୨ରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପ୍ରଦୀପ ମାଝୀ। ବିଜେଡିରେ ସେ ନିଜ ସମର୍ଥକଙ୍କ ସହିତ ଯୋଗ ଦେବେ ବୋଲି ୨୪ ତାରିଖରେ ପ୍ରଦୀପ ପ୍ରେସ୍‌ମିଟ୍ କରି ଘୋଷଣା କରିଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story