Advertisment

ପାଣ୍ଡିଆନଙ୍କୁ ‘ଆମ ପ୍ରିୟ ମୁଖ୍ୟମନ୍ତ୍ରୀ’ କହିଲେ ବିଜେଡି ସାଂସଦ ପ୍ରମିଳା ବିଶୋୟୀ

5T ସଚିବ ଭି.କାର୍ତ୍ତିକେୟନ୍ ପାଣ୍ଡିଆନଙ୍କୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ବୋଲି ସମ୍ବୋଧନ କରିଛନ୍ତି ବିଜେଡି ସାଂସଦ ପ୍ରମିଳା ବିଶୋୟୀ।

Advertisment

ଭର୍ଚୁଆଲ ମୋଡରେ ଶେରଗଡ଼-ପୁରୀ ରୁଟ୍ ମଧ୍ୟରେ ସାଧାରଣଯାତ୍ରୀଙ୍କ ଗମନାଗମନ ପାଇଁ ନୂତନ ବସ୍ ସେବାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ରୋଚକ କଥା ହେଉଛି, ଏହି ଲୋକାର୍ପଣ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍ ମୋଡରେ ଉପସ୍ଥିତ ଥିବାବେଳେ 5T ସଚିବ ଭି.କାର୍ତ୍ତିକେୟନ୍ ପାଣ୍ଡିଆନଙ୍କୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ବୋଲି ସମ୍ବୋଧନ କରିଛନ୍ତି ବିଜେଡି ସାଂସଦ ପ୍ରମିଳା ବିଶୋୟୀ। ତେବେ ଏହି ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ଗଂଜାମ ଜିଲ୍ଲାରେ ଲାଗିରହିଛି ଜୋରଦାର ଚର୍ଚ୍ଚା। 

Advertisment
Odisha BjD Pramila Bissoyi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe