ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ୱିଜରଲ୍ୟାଣ୍ଡର ବାସେଲଠାରେ ଆୟୋଜିତ ୱାର୍ଲ୍ଡ ପାରା ବ୍ୟାଡମିଣ୍ଟନ୍ ଚାମ୍ପିୟନଶିପର ସ୍ୱର୍ଣ୍ଣ ପଦକ ବିଜେତା ଏବଂ ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା-ଆଥଲେଟ୍ ପ୍ରମୋଦ ଭଗତଙ୍କୁ ଓଡ଼ିଶାରେ ସମ୍ବର୍ଦ୍ଧନା ଦିଆଯାଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ୩୦ ଲକ୍ଷ ୯୫ ହଜାର ଟଙ୍କା ଆର୍ଥିକ ରାଶି ପ୍ରଦାନ କରିଛନ୍ତି। ଦେଶର ଯୁବସମାଜ ପାଇଁ ସେ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ  କହିଛନ୍ତି। ନିକଟରେ ପ୍ରମୋଦଙ୍କୁ ଅର୍ଜୁନ ପୁରସ୍କାର ମିଳିବା ସହିତ ବିଜୁ […]

bbsr

bbsr

Jyoshna Pradhan
  • Published: Sunday, 01 September 2019
  • Updated: 01 September 2019, 08:56 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ୱିଜରଲ୍ୟାଣ୍ଡର ବାସେଲଠାରେ ଆୟୋଜିତ ୱାର୍ଲ୍ଡ ପାରା ବ୍ୟାଡମିଣ୍ଟନ୍ ଚାମ୍ପିୟନଶିପର ସ୍ୱର୍ଣ୍ଣ ପଦକ ବିଜେତା ଏବଂ ଅର୍ଜୁନ ପୁରସ୍କାର ବିଜେତା ଓଡ଼ିଆ ପାରା-ଆଥଲେଟ୍ ପ୍ରମୋଦ ଭଗତଙ୍କୁ ଓଡ଼ିଶାରେ ସମ୍ବର୍ଦ୍ଧନା ଦିଆଯାଇଛି। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ୩୦ ଲକ୍ଷ ୯୫ ହଜାର ଟଙ୍କା ଆର୍ଥିକ ରାଶି ପ୍ରଦାନ କରିଛନ୍ତି। ଦେଶର ଯୁବସମାଜ ପାଇଁ ସେ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ  କହିଛନ୍ତି।

ନିକଟରେ ପ୍ରମୋଦଙ୍କୁ ଅର୍ଜୁନ ପୁରସ୍କାର ମିଳିବା ସହିତ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ମିଳିଛି। ଆଗାମୀ ଦିନରେ ପାରା ଅଲମ୍ପିକରେ ସ୍ୱର୍ଣ୍ଣ ପଦକ ଜିତିବା ନେଇ ଲକ୍ଷ୍ୟ ରଖିଥିବା ପ୍ରମୋଦ କହିଛନ୍ତି।

https://youtu.be/yu0o81R1dhA

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story