ପ୍ରଣତି ଛୋଟରାୟ ହେଲେ ବୟନିକା ପରିଚାଳନା ନିର୍ଦ୍ଦେଶିକା

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀମତୀ ଛୋଟରାୟ ବୟାନିକା ପରିଚାଳନା ନିର୍ଦ୍ଦେଶିକା ଭାବେ ରାଜ୍ୟ ସରକାରରେ ଆଇଏଏସ୍ କ୍ୟାଡ଼ରରେ ଯୁଗ୍ମ ସଚିବ ପାହ୍ୟାର ସୁବିଧାସୁଯୋଗ ପାଇବେ ।

Pranati Chhotray PhotoOR

ଆଇଏଏସ୍ ଅଫିସର ପ୍ରଣତି ଛୋଟରାୟ

Ordigital Desk
  • Published: Wednesday, 26 April 2023
  • Updated: 26 April 2023, 09:37 PM IST

Sports

Latest News

ଆଇଏଏସ୍ ପ୍ରଣତି ଛୋଟରାୟଙ୍କୁ ରାଜ୍ୟ ସରକାର ବୟନିକାର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରିଛନ୍ତି। ଶ୍ରୀମତୀ ଛୋଟରାୟ ଏବେ ଟ୍ରେଜେରୀ ଆଣ୍ଡ ଇନ୍ସପେକ୍ସନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।

Also Read

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀମତୀ ଛୋଟରାୟ ବୟାନିକା ପରିଚାଳନା ନିର୍ଦ୍ଦେଶିକା ଭାବେ ରାଜ୍ୟ ସରକାରରେ ଆଇଏଏସ୍ କ୍ୟାଡ଼ରରେ ଯୁଗ୍ମ ସଚିବ ପାହ୍ୟାର ସୁବିଧାସୁଯୋଗ ପାଇବେ । ଶ୍ରୀମତୀ ଛୋଟରାୟ ମଧ୍ୟ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶିକା ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story