Pranati Chhotray
Advertisment
ଆଇଏଏସ୍ ପ୍ରଣତି ଛୋଟରାୟଙ୍କୁ ରାଜ୍ୟ ସରକାର ବୟନିକାର ପରିଚାଳନା ନିର୍ଦ୍ଦେଶକ ଭାବେ ବଦଳି କରିଛନ୍ତି। ଶ୍ରୀମତୀ ଛୋଟରାୟ ଏବେ ଟ୍ରେଜେରୀ ଆଣ୍ଡ ଇନ୍ସପେକ୍ସନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।
Advertisment
ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀମତୀ ଛୋଟରାୟ ବୟାନିକା ପରିଚାଳନା ନିର୍ଦ୍ଦେଶିକା ଭାବେ ରାଜ୍ୟ ସରକାରରେ ଆଇଏଏସ୍ କ୍ୟାଡ଼ରରେ ଯୁଗ୍ମ ସଚିବ ପାହ୍ୟାର ସୁବିଧାସୁଯୋଗ ପାଇବେ । ଶ୍ରୀମତୀ ଛୋଟରାୟ ମଧ୍ୟ ରାଜ୍ୟ ହସ୍ତତନ୍ତ ନିର୍ଦ୍ଦେଶିକା ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1682525115.jpg)