ପ୍ରସନ୍ନ ଓ ପ୍ରତାପଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି। ପ୍ରସନ୍ନଙ୍କୁ ବିଜୁ କୃଷକ ଜନତା ଦଳର ସଭାପତି ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କୁ ବିଜୁ କୃଷକ ଜନତା ଦଳର ମହାସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ମନ୍ତ୍ରୀ ସୁଶାନ୍ତ ସିଂହ ବିଜୁ କୃଷକ ଜନତା ଦଳ ଆବାହକ ଭାବେ ଦାୟିତ୍ୱ ତୁଲାଉଥିଲେ।

prasanna

prasanna

Jitendra Garnayak
  • Published: Friday, 14 December 2018
  • Updated: 14 December 2018, 01:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି। ପ୍ରସନ୍ନଙ୍କୁ ବିଜୁ କୃଷକ ଜନତା ଦଳର ସଭାପତି ଭାବେ ଦାୟିତ୍ୱ ଦିଆଯାଇଛି।

ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନାଙ୍କୁ ବିଜୁ କୃଷକ ଜନତା ଦଳର ମହାସଚିବ ଭାବେ ନିଯୁକ୍ତ କରାଯାଇଛି।

ପୂର୍ବରୁ ମନ୍ତ୍ରୀ ସୁଶାନ୍ତ ସିଂହ ବିଜୁ କୃଷକ ଜନତା ଦଳ ଆବାହକ ଭାବେ ଦାୟିତ୍ୱ ତୁଲାଉଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos