ବିଜେପିରେ ଯୋଗଦେଲେ ପ୍ରଶାନ୍ତ ନନ୍ଦଙ୍କ ପୁଅ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ ପାଇଁ ଏବେ ଜୋର ଧରିଛି ଦଳ ଡିଆଁ ରାଜନୀତି ଓ ମିଶ୍ରଣ ପର୍ବ। ପ୍ରତିଦିନି କିଛି ନେତା ଗୋଟିଏ ଦଳ ଛାଡ଼ି ଅନ୍ୟ ଦଳରେ ଯୋଗ ଦେଉଥିବା ବେଳେ ଆଉ କିଛି ବ୍ୟକ୍ତି ସକ୍ରିୟ ରାଜନୀତିରେ ଭାଗ ନେବାକୁ ଆସି ଦଳରେ ଯୋଗ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବିଜେଡି ନେତା ତଥା ରାଜ୍ୟସଭା ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ ନନ୍ଦ ବିଜେପିରେ ଯୋଗଦେଇଛନ୍ତି। ଏହି ଅବସରରେ ଆଜି ରାଜ୍ୟ ବିଜେପି […]

fff-7

fff-7

Tapas Behera
  • Published: Thursday, 21 March 2019
  • Updated: 21 March 2019, 05:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ ପାଇଁ ଏବେ ଜୋର ଧରିଛି ଦଳ ଡିଆଁ ରାଜନୀତି ଓ ମିଶ୍ରଣ ପର୍ବ। ପ୍ରତିଦିନି କିଛି ନେତା ଗୋଟିଏ ଦଳ ଛାଡ଼ି ଅନ୍ୟ ଦଳରେ ଯୋଗ ଦେଉଥିବା ବେଳେ ଆଉ କିଛି ବ୍ୟକ୍ତି ସକ୍ରିୟ ରାଜନୀତିରେ ଭାଗ ନେବାକୁ ଆସି ଦଳରେ ଯୋଗ ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ବିଜେଡି ନେତା ତଥା ରାଜ୍ୟସଭା ସଦସ୍ୟ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ ନନ୍ଦ ବିଜେପିରେ ଯୋଗଦେଇଛନ୍ତି।

ଏହି ଅବସରରେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ମିଶ୍ରଣ ପର୍ବର ଆୟୋଜନ କରାଯାଇଥିଲା। ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ କେଭି ସିଂହଦେଓ ପ୍ରମୁଖଙ୍କ ଉପସ୍ଥିତିରେ ପ୍ରଶାନ୍ତ ନନ୍ଦଙ୍କ ପୁଅ ବିଜେପିରେ ଯୋଗ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story