ପ୍ରତାପ ଜେନା ପାଇଲେ ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ପଞ୍ଚାୟତିରାଜ, ପାନୀୟଜଳ, ଆଇନ‌, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଆଜି ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେଙ୍କଠାରୁ ଶ୍ରୀ ଜେନା ଏହି ପୁରସ୍କାର ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌‌ ମନ୍ତ୍ରୀ ଭାବେ ଶ୍ରୀ ଜେନା ଦାୟିତ୍ୱ ନିର୍ବାହ କରିଛନ୍ତି। ସେ ମାହାଙ୍ଗା […]

minister

minister

Manoranjan Sial
  • Published: Saturday, 09 November 2019
  • Updated: 09 November 2019, 08:35 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ପଞ୍ଚାୟତିରାଜ, ପାନୀୟଜଳ, ଆଇନ‌, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଆଜି ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେଙ୍କଠାରୁ ଶ୍ରୀ ଜେନା ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌‌ ମନ୍ତ୍ରୀ ଭାବେ ଶ୍ରୀ ଜେନା ଦାୟିତ୍ୱ ନିର୍ବାହ କରିଛନ୍ତି। ସେ ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ପଞ୍ଚମଥର ପାଇଁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇ ବିଜୁ କୃଷକ ଜନତା ଦଳର ସାଧାରଣ ସମ୍ପାଦକ ଅଛନ୍ତି। ୨୦୦୯ ରୁ ୨୦୧୨ ପର୍ଯ୍ୟନ୍ତ ଶ୍ରୀ ଜେନା ରାଜ୍ୟ ସରକାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀଭାବେ ଦାୟିତ୍ୱ ତୁଲାଇ ଥିବା ବେଳେ ବିଜେଡିର ପଞ୍ଚମ ପାଳି ସରକାରରେ ରାଜ୍ୟ ପଞ୍ଚାୟତିରାଜ, ପାନୀୟଜଳ, ଆଇନ‌, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story