ମନ୍ତ୍ରୀ ପ୍ରତାପ ଜେନାଙ୍କ ମାଆଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ମାଆ ସରସ୍ୱତୀ ଜେନାଙ୍କ ଦେହାନ୍ତ ହୋଇଛି। ଆଜି ଭୋରjl ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା।

ମନ୍ତ୍ରୀଙ୍କ ମାତୃ ବିୟୋଗରେ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।