କ୍ୱାରେଣ୍ଟାଇନ୍‌ରେ ରହିଲେ କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସାଂସଦ ତଥା କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆଜିଠାରୁ ସେଲ୍ପ କ୍ୱାରେଣ୍ଟାଇନରେ ରହିଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ପଜିଟିଭ୍‌ ସ୍ପଷ୍ଟ ହେବା ପରେ ସେ ଏହି ପଦକ୍ଷେପ ନେଇଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ଷଡ଼ଙ୍ଗୀ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲ ଯୋଗେ ସୂଚନା ଦେଇଛନ୍ତି। On being informed that MLA Nilagiri has been tested positive for #COVIDI19 . I self quarantined myself at my official […]

pratap1-2

pratap1-2

Tapas Behera
  • Published: Monday, 06 July 2020
  • Updated: 06 July 2020, 09:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସାଂସଦ ତଥା କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆଜିଠାରୁ ସେଲ୍ପ କ୍ୱାରେଣ୍ଟାଇନରେ ରହିଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ପଜିଟିଭ୍‌ ସ୍ପଷ୍ଟ ହେବା ପରେ ସେ ଏହି ପଦକ୍ଷେପ ନେଇଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ଷଡ଼ଙ୍ଗୀ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲ ଯୋଗେ ସୂଚନା ଦେଇଛନ୍ତି।
https://twitter.com/pcsarangi/status/1280148673851035656?s=20

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଗତ ୨ ତାରିଖରେ ବାଲେଶ୍ୱରର ପୂର୍ବତନ ବିଧାୟକଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଧାୟକ ଶ୍ରୀ ନାୟକଙ୍କ ସହ ସେ ମିଳାମିଶା କରିଥିଲେ। ୩ ତାରିଖରେ ମଧ୍ୟ ଅନ୍ୟ ଏକ କାର୍ଯ୍ୟକ୍ରମରେ ମଧ୍ୟ ଏକାଠି ହୋଇଥିଲେ। ଶ୍ରୀ ନାୟକ କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ପ୍ରତିଷେଧମୂଳକପଦକ୍ଷେପ ସୂରୂପ ସେ ସେଲଫ୍‌ କ୍ୱେରେଣ୍ଟାଇନ୍‌ରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡ଼ଙ୍ଗୀ ଟ୍ୱିଟ୍‌ କରି ଜଣାଇଛନ୍ତି। ତେବେ ସେ ଦିଲ୍ଲୀ ସ୍ଥିତ ତାଙ୍କ ସରକାରୀ ବାଷଭବନରେ ଅଛନ୍ତି ଏବଂ ଏବେ ସୁସ୍ଥ ଅଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos