ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୨୦୦୨ ବ୍ୟାଚ୍ ଓଡ଼ିଶା କ୍ୟାଡ଼ର ଆଇପିଏସ୍ ପ୍ରବୀଣ କୁମାରଙ୍କୁ ରାଜ୍ୟ ପୁଲିସ୍ ମୁଖ୍ୟାଳୟରେ ଆଇଜି ପର୍ସନେଲ ଭାବେ ନିଯୁକ୍ତି ମିଳିଛି। ଶ୍ରୀ କୁମାର ହାଇଦ୍ରାବାଦରେ ଡିଆଇଜି (ଏନଆଇଏ) ଭାବେ କାର୍ଯ୍ୟ କରୁଥିଲେ। ରାଜ୍ୟ ସରକାର ତାଙ୍କୁ ନିକଟରେ ଆଇଜି ପାହ୍ୟାକୁ ପଦୋନ୍ନତି ଦେଇଥିଲେ। ସେ କେନ୍ଦ୍ରୀୟ ଡେପୁଟେସନରେ ଯିବା ପୂର୍ବରୁ କଟକ ଡିସିପି ଭାବେ କାର୍ଯ୍ୟ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।