ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ପତ୍ନୀଙ୍କ ବିୟୋଗ

ଭୁବନେଶ୍ୱର: ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ପତ୍ନୀ ମୀରା ବିଶ୍ୱାଳଙ୍କ ପରଲୋକ ହୋଇଛି।  ଆଜି ଭୋରରୁ ଦିଲ୍ଲୀ ସଫଦରଜଙ୍ଗ ହସପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। କିଛି ଦିନ ତଳେ ଠାକୁର ପୂଜା କରୁଥିବା ମୀରା ବିଶ୍ୱାଳ ପୋଡ଼ିଯାଇ ଆହତ ହୋଇଥିଲେ। ତାଙ୍କୁ କଟକରୁ ଦିଲ୍ଲୀ ସ୍ଥାନାନ୍ତରିତ କରାଯାଇଥିଲା। ଆଜି ସକାଳୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ତାଙ୍କ ମରଶରୀରକୁ ଦିଲ୍ଲୀରୁ ଭୁବନେଶ୍ୱର ଅଣାଯିବା […]

mira-biswal

mira-biswal

Rakesh Mallick
  • Published: Monday, 21 December 2015
  • Updated: 21 December 2015, 05:21 AM IST

Sports

Latest News

ଭୁବନେଶ୍ୱର: ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ପତ୍ନୀ ମୀରା ବିଶ୍ୱାଳଙ୍କ ପରଲୋକ ହୋଇଛି।  ଆଜି ଭୋରରୁ ଦିଲ୍ଲୀ ସଫଦରଜଙ୍ଗ ହସପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। କିଛି ଦିନ ତଳେ ଠାକୁର ପୂଜା କରୁଥିବା ମୀରା ବିଶ୍ୱାଳ ପୋଡ଼ିଯାଇ ଆହତ ହୋଇଥିଲେ।

ତାଙ୍କୁ କଟକରୁ ଦିଲ୍ଲୀ ସ୍ଥାନାନ୍ତରିତ କରାଯାଇଥିଲା। ଆଜି ସକାଳୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଆଜି ତାଙ୍କ ମରଶରୀରକୁ ଦିଲ୍ଲୀରୁ ଭୁବନେଶ୍ୱର ଅଣାଯିବା ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story