ପୁରୀ(ଓଡ଼ିଶା ରିପୋର୍ଟର):କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ପୁରୀରେ ବ୍ୟାପକ ପଦକ୍ଷେପ ନିଆଯାଇଛି। ପୁରୀକୁ ପ୍ରତିଦିନ ବିଦେଶୀ ପର୍ଯ୍ୟଟକ ଆସୁଥିବାରୁ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିସହ ହୋଟେଲମାନଙ୍କୁ ମଧ୍ୟ ଆଡଭାଇଜରି ଜାରି କରାଯାଇଛି।
ବିଦେଶୀ ପର୍ଯ୍ୟଟକମାନଙ୍କ ପୁରା ସୂଚନା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯଦି ସେମାନେ କରୋନା ଆକ୍ରାନ୍ତ ହୋଇଥିବା ସନ୍ଦେହ ହୁଏ, ତେବେ ସିଡିଏମଓଙ୍କୁ ସୂଚନା ଦେବା ପାଇଁ କୁହାଯାଇଛି। ପୁରୀକୁ ଆସୁଥିବା ସମସ୍ତ ବିଦେଶୀ ପର୍ଯ୍ୟଟକଙ୍କୁ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ସ୍କ୍ରିନିଂ କରାଯିବ। ପୁରୀରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଆଇସୋଲେସନ ୱାର୍ଡ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।