ପ୍ରସୂତୀ ଓ ୩ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ଘରେ ମିଳିବ ଛତୁଆ, ଲଡ଼ୁ ଓ ଅଣ୍ଡା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଲକଡାଉନ୍ ଘୋଷଣା କରିଥିବାବେଳେ ସମଗ୍ର ରାଜ୍ୟରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ଛୁଟି ଅବଧିକୁ ଆସନ୍ତା ଏପ୍ରିଲ ୩୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହାସହିତ ୬ମାସରୁ ୩ବର୍ଷ ବୟସର ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କୁ ସେମାନଙ୍କ ଘରେ ଛତୁଆ, ଲଡ଼ୁ ଓ ଅଣ୍ଡା ଦେବା ପାଇଁ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ଏ ସମ୍ପର୍କରେ ସୂଚନା ଦେଇ ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତୋ […]

pregnat

pregnat

Manoranjan Sial
  • Published: Monday, 23 March 2020
  • Updated: 23 March 2020, 08:12 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଲକଡାଉନ୍ ଘୋଷଣା କରିଥିବାବେଳେ ସମଗ୍ର ରାଜ୍ୟରେ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ଛୁଟି ଅବଧିକୁ ଆସନ୍ତା ଏପ୍ରିଲ ୩୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହାସହିତ ୬ମାସରୁ ୩ବର୍ଷ ବୟସର ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କୁ ସେମାନଙ୍କ ଘରେ ଛତୁଆ, ଲଡ଼ୁ ଓ ଅଣ୍ଡା ଦେବା ପାଇଁ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଆଜି ଏ ସମ୍ପର୍କରେ ସୂଚନା ଦେଇ ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତୋ ବାଗଚୀ କହିଛନ୍ତି ଯେ, ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ବନ୍ଦ ଥିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଆସନ୍ତା ଏପ୍ରିଲ ୧ରୁ ୩୦ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଟେକ୍ ହୋମ୍ ରାସନ୍ ବାବଦରେ ଛତୁଆ, ଲଡ଼ୁ ଆଦି ଶୁଖିଲା ଖାଦ୍ୟ ୬ମାସରୁ ୩ବର୍ଷ ବୟସର ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କୁ ଅଙ୍ଗନବାଡ଼ି କର୍ମୀ,ସହାୟିକାମାନଙ୍କ ମାଧ୍ୟମରେ ସେମାନଙ୍କ ଘରେ ପହଞ୍ଚାଯିବ। ପ୍ରାକ୍ ବିଦ୍ୟାଳୟ ଶିଶୁମାନଙ୍କୁ ସକାଳ ଜଳଖିଆ ଓ ମଧ୍ୟାହ୍ନ ରନ୍ଧାଖାଦ୍ୟ ବାବଦକୁ ଶୁଖିଲା ଖାଦ୍ୟ ସେମାନଙ୍କର ଘରେ ପହଞ୍ଚାଇବାକୁ କୁହାଯାଇଛି। ପ୍ରତ୍ୟେକ ପରିବାରକୁ ସେମାନଙ୍କ ପ୍ରାପ୍ୟ ବାବଦ ଅଣ୍ଡା ପ୍ରତି ସପ୍ତାହରେ ଘରେ ବଣ୍ଟନ କରାଯିବ। ଛତୁଆ ପ୍ରସ୍ତୁତକାରୀ ସ୍ୱୟଂ ସହାୟକ ଗୋଷ୍ଠୀ, ଅଙ୍ଗନବାଡ଼ି କର୍ମୀ ଓ ସହାୟିକାମାନେ ସାମାଜିକ ଦୂରତ୍ୱ ଓ ପରିଷ୍କାର ପରିଚ୍ଛନ୍ନ ପାଇଁ ସରକାରଙ୍କ ଆବଶ୍ୟକ ପ୍ରୋଟୋକଲ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶ୍ରୀ ବାଗଚୀ ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story