ଜୟପୁର(ଓଡ଼ିଶା ରିପୋର୍ଟର):ପୁଣି ଜନନୀ ଯନ୍ତ୍ରଣା। ଯାତାୟତ ପାଇଁ ରାସ୍ତା ଖଣ୍ଡେ ନଥିବାରୁ ଜଣେ ଗର୍ଭବତୀଙ୍କୁ କାନ୍ଧେଇ ନଦୀପାରି ହେବାକୁ ପଡ଼ିଛି। ଏଭଳି ଏକ ଘଟଣା କୋରାପୁଟ ଜିଲ୍ଲା ଦାସମନ୍ତପୁର ବ୍ଲକ ଫୁଣ୍ଡାଗୁଡା ଗାଁରେ ଦେଖିବାକୁ ମିଳିଛି। ମହିଳା ଜଣକୁ କିଛି ଲୋକ କାନ୍ଧେଇ ନଦୀ ପାର ହୋଇ ସାଢେ ୩ କିମି ଆସିବା ପରେ ଆମ୍ବୁଲାନ୍ସରେ ମେଡିକାଲକୁ ନିଆଯାଇଥିଲା।
ସୂଚନା ଅନୁଯାୟୀ, ଆଜି ସକାଳେ ଫୁଣ୍ଡାଗୁଡା ଗାଁର ପଦ୍ମିନୀ ବିଶୋଇଙ୍କ ଗର୍ଭ ଯନ୍ତ୍ରଣା ହୋଇଥିଲା। ସ୍ୱାମୀ ଓ ଗାଁ ଲୋକେ ମିଶି ତାଙ୍କୁ ସକାଳ ୮ଟାରେ ଗିରଳିଗୁମ୍ମା ରାସ୍ତାକୁ ଆଣିଥିଲେ। ଏଥିପାଇଁ ନଦୀ ପାର ହେବାକୁ ପଡ଼ିଥିଲା। ସେଠାରୁ ଆମ୍ବୁଲାନ୍ସ ଯୋଗେ ଦସମନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ପଦ୍ମିନୀଙ୍କ ସ୍ୱାମୀ ମହାଦେବ ବିଶୋଇ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ୍ ତଳକୁ ଖସିଲେ ବାଇକ୍ ଚାଳକ
ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।