ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟକୁ ମିଳିଲା ଅନୁମୋଦନ

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି। ଏଥିରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଅନୁମୋଦିତ ହୋଇଛି। ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟକୁ ମିଳିଲା ଅନୁମୋଦନ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି-“ଶ୍ରୀମନ୍ଦିରର ବ୍ୟୟ ବଢ଼ିଥିବା ବେଳେ ଆୟ ଅନେକ କମି ଯାଇଛି। ଆୟ ବୃଦ୍ଧି ପାଇଁ ଅନଲାଇନ ଡୋନେସନ ବ୍ୟବସ୍ଥା କରାଯିବ।” ସେପଟେ ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ନେଇ […]

jagannath-temple

jagannath-temple

Manoranjan Sial
  • Published: Tuesday, 17 November 2020
  • Updated: 17 November 2020, 06:02 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି। ଏଥିରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ ଅନୁମୋଦିତ ହୋଇଛି। ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟକୁ ମିଳିଲା ଅନୁମୋଦନ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି-“ଶ୍ରୀମନ୍ଦିରର ବ୍ୟୟ ବଢ଼ିଥିବା ବେଳେ ଆୟ ଅନେକ କମି ଯାଇଛି। ଆୟ ବୃଦ୍ଧି ପାଇଁ ଅନଲାଇନ ଡୋନେସନ ବ୍ୟବସ୍ଥା କରାଯିବ।”

ସେପଟେ ଶ୍ରୀମନ୍ଦିରରେ ସାଧାରଣ ଭକ୍ତଙ୍କ ଦର୍ଶନ ନେଇ ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି-“ଦର୍ଶନ ପ୍ରସ୍ତୁତି ଓ ରୂପରେଖ ନେଇ ଏକ କମିଟି ଗଠନ କରାଯାଇଛି। କମିଟିରେ ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସ୍‌ପି ରହିଛନ୍ତି। କାହାକୁ, କେମିତି ଦର୍ଶନ ପାଇଁ ଅନୁମତି ଦିଆଯିବ, କମିଟି ନିଷ୍ପତ୍ତି ନେବ। ଏ ସଂପର୍କରେ ପରିଚାଳନା କମିଟି ଛତିଶା ନିଯୋଗ ସହ ବି କଥା ହେବ। ସମସ୍ତ ପ୍ରସ୍ତୁତି ପାଇଁ ପ୍ରାୟ ୧ ମାସ ସମୟ ଲାଗିବ। ପାଖାପାଖି ଡିସେମ୍ବର ତୃତୀୟ ସପ୍ତାହ ସୁଦ୍ଧା ଆମେ ପ୍ରସ୍ତୁତ ହୋଇଯିବୁ। ସମସ୍ତ ପ୍ରସ୍ତୁତି ସରିଲେ ରାଜ୍ୟ ସରକାରଙ୍କ ସହ ଆଲୋଚନା ହେବ। ରାଜ୍ୟ ସରକାର ଯେବେ ଅନୁମତି ଦେବେ, ସାଧାରଣ ଦର୍ଶନ ଆରମ୍ଭ ହେବ।”

ମହାମାରୀ କରୋନା ପାଇଁ ଶ୍ରୀମନ୍ଦିର ବନ୍ଦ ରହିଛି। ସାଧାରଣ ଭକ୍ତ ମହାପ୍ରଭୁଙ୍କ ଦର୍ଶନ ପାଉନାହାନ୍ତି। ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story