ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।  ଆଜି ସକାଳ ୯ଟା ୫୦ରେ ଖୋର୍ଦ୍ଧା ବରୁଣେଇ ଗସ୍ତ କରିବେ ରାଷ୍ଟ୍ରପତି।  ପାଇକ ବିଦ୍ରୋହର ୨୦୦ବର୍ଷ ପୂର୍ତ୍ତି ଅବସରରେ ବରୁଣେଇରେ ପାଇକ ବିଦ୍ରୋହ ସୃତିସ୍ଥଳର ସେ ଶିଳାନ୍ୟାସ କରିବେ।  ଏହା ପରେ ମଧ୍ୟାହ୍ନରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲିଠୁ ୨ ଦିନିଆ ଓଡ଼ିଶା […]

president-750x420

president-750x420

Tapas Behera
  • Published: Sunday, 08 December 2019
  • Updated: 08 December 2019, 08:41 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):ଭୁବନେଶ୍ୱରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।  ଆଜି ସକାଳ ୯ଟା ୫୦ରେ ଖୋର୍ଦ୍ଧା ବରୁଣେଇ ଗସ୍ତ କରିବେ ରାଷ୍ଟ୍ରପତି।  ପାଇକ ବିଦ୍ରୋହର ୨୦୦ବର୍ଷ ପୂର୍ତ୍ତି ଅବସରରେ ବରୁଣେଇରେ ପାଇକ ବିଦ୍ରୋହ ସୃତିସ୍ଥଳର ସେ ଶିଳାନ୍ୟାସ କରିବେ।  ଏହା ପରେ ମଧ୍ୟାହ୍ନରେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଗତକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ଗତକାଲି ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ରାଜଭବନ ଅଭିମୁଖେ ପାଛୋଟି ନିଆଯାଇଥିଲା।  ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଂସଦ ଜୁଏଲ ଓରାମ, ଅପରାଜିତା ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ, ପୁଲିସ ଡିଜି ପ୍ରମୁଖ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରରେ ସ୍ୱାଗତ କରିଥିଲେ।

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ବିମାନବନ୍ଦରରେ ଉପସ୍ଥିତ ଥିଲେ।  ସେଠାରୁ ସିଧାସଳଖ ରାଜଭବନ ଅଭିମୁଖେ ଆସିଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ୫୦ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ବ୍ୟବସ୍ଥା କରାଯିବା ସହ  ଟ୍ରାଫିକ୍ ବ୍ୟବସ୍ଥା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story