ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସନ୍ଧ୍ୟା ୫ଟାରେ ନୂଆଦିଲ୍ଲୀରୁ ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ଅଭିମୁଖେ ବାହାରିବେ। ସନ୍ଧ୍ୟା ୭ଟା ୩୦ରେ ଭୁବନେଶ୍ୱରରେ ପହଞ୍ଚିବେ। ଏହାପରେ ରାଜଭବନରେ ସେ ରାତ୍ରୀ ଯାପନ କରିବେ।
ତା’ପର ଦିନ ଅର୍ଥାତ ୨୮ ତାରିଖ ସକାଳ ୬ଟା ୪୫ ମିନିଟ୍ରେ ବାହାରି ଗଞ୍ଜାମ ଜିଲ୍ଲାର ରଙ୍ଗେଇଲୁଣ୍ଡା ବିମାନବନ୍ଦରରେ ୭ଟା ୪୫ରେ ପହଞ୍ଚିବେ। ୮ଟା ୩୫ରୁ ପ୍ରାୟ ଏକ ଘଣ୍ଟା ଯାଏ ଗୋଳାବନ୍ଧ ଆର୍ମି ଏଡି କଲେଜରେ ଦୀକ୍ଷାନ୍ତ କାର୍ଯ୍ୟକ୍ରମରେ ଯୋଗଦେବେ। କଲେଜର ଅନ୍ୟ କାର୍ଯ୍ୟକ୍ରମ ସହ ପରେଡ୍ରେ ଅଭିବାଦନ ଗ୍ରହଣ କରିବେ ରାଷ୍ଟ୍ରପତି। ପୂର୍ବାହ୍ନ ୧୦ଟା ୫୫ ମିନିଟ୍ରେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍ରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବେ। ମଧ୍ୟାହ୍ନ ଭୋଜନ ପରେ ରାଷ୍ଟ୍ରପତି ରାଞ୍ଚି ଅଭିମୁଖେ ଯାତ୍ରା କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।