‘ଶପଥ କରୁଛି ଲାଞ୍ଚ ନେବିନି କି କାହାକୁ ଦେବିନି’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ଆଜି ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ। ଲୋକସେବା ଭବନରେ ଛିଡ଼ା ହୋଇ ପ୍ରମୁଖ ସଚିବଙ୍କ ଠାରୁ ଆରମ୍ଭ କରି ତଳିଆ କର୍ମଚାରୀ ପର୍ଯ୍ୟନ୍ତ ଏହି ଶପଥ ନେଇଛନ୍ତି। ଶପଥ ପତ୍ରରେ ଲାଞ୍ଚ ନ ନେବା ସହ ଅନେକ ହଲପ ରହିଛି। ସାଧାରଣ ଲୋକଙ୍କ ପାଇଁ କାମ କରିବା ସହ ସ୍ୱଚ୍ଛତା ରଖିବା ପାଇଁ ଏହି […]

odisha-1

odisha-1

Tapas Behera
  • Published: Monday, 28 October 2019
  • Updated: 28 October 2019, 04:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଶପଥ କରି କହୁଛି ଲାଞ୍ଚ ନେବିନି କି କାହାକୁ ଲାଞ୍ଚ ଦେବିନି। ଭିଜିଲାନ୍ସ ସଚେତନତା ସପ୍ତାହ ଅବସରରେ ଆଜି ଏଭଳି ଶପଥ ନେଇଛନ୍ତି ପଞ୍ଚାୟତିରାଜ ବିଭାଗ କର୍ମଚାରୀ।

ଲୋକସେବା ଭବନରେ ଛିଡ଼ା ହୋଇ ପ୍ରମୁଖ ସଚିବଙ୍କ ଠାରୁ ଆରମ୍ଭ କରି ତଳିଆ କର୍ମଚାରୀ ପର୍ଯ୍ୟନ୍ତ ଏହି ଶପଥ ନେଇଛନ୍ତି। ଶପଥ ପତ୍ରରେ ଲାଞ୍ଚ ନ ନେବା ସହ ଅନେକ ହଲପ ରହିଛି। ସାଧାରଣ ଲୋକଙ୍କ ପାଇଁ କାମ କରିବା ସହ ସ୍ୱଚ୍ଛତା ରଖିବା ପାଇଁ ଏହି ଶପଥ ନିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos