Advertisment

ହଠାତ୍‌ ଅସୁସ୍ଥତା ଅନୁଭବ କଲେ କଏଦୀ, ଚାଲିଗଲା ଜୀବନ

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସୋର ସବଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ବିଚାରାଧୀନ କଏଦୀଙ୍କ ଘର ଭଦ୍ରକ ଜିଲ୍ଲାରେ ବୋଲି ସୂଚନା ମିଳିଛି । ସେ ୨ମାସ ପୂର୍ବରୁ କରୋନା ପାଇଁ ଭଦ୍ରକରୁ ସୋର ସବଜେଲକୁ ସ୍ଥାନାନ୍ତର ହୋଇଥିଲେ । ଗତକାଲି ଅସୁସ୍ଥ ଅନୁଭବ କରିବାରୁ ରାତି ଗୋଟାଏ ବେଳେ ତାଙ୍କୁ ସୋର ମେଡିକାଲକୁ ନିଆଯାଇଥିଲା । କିନ୍ତୁ କଏଦୀଜଣଙ୍କ ମେଡିକାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ  ହୋଇଥିଲା ବୋଲି ଚିକିତ୍ସା […]

ଅଦ୍ୟତନ ହୋଇଛି
ଅନ୍ୟମାନଙ୍କ ପାଇଁ ପରୀକ୍ଷା ଦେବାକୁ ଆସିଥିଲେ, ଫସିଗଲେ

jail1

Advertisment

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱରସୋର ସବଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ବିଚାରାଧୀନ କଏଦୀଙ୍କ ଘର ଭଦ୍ରକ ଜିଲ୍ଲାରେ ବୋଲି ସୂଚନା ମିଳିଛି ।

Advertisment

ସେ ୨ମାସ ପୂର୍ବରୁ କରୋନା ପାଇଁ ଭଦ୍ରକରୁ ସୋର ସବଜେଲକୁ ସ୍ଥାନାନ୍ତର ହୋଇଥିଲେ । ଗତକାଲି ଅସୁସ୍ଥ ଅନୁଭବ କରିବାରୁ ରାତି ଗୋଟାଏ ବେଳେ ତାଙ୍କୁ ସୋର ମେଡିକାଲକୁ ନିଆଯାଇଥିଲା । କିନ୍ତୁ କଏଦୀଜଣଙ୍କ ମେଡିକାଲରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ  ହୋଇଥିଲା ବୋଲି ଚିକିତ୍ସା କରିଥିବା ଡାକ୍ତର କହିଛନ୍ତି । ବ୍ୟବଚ୍ଛେଦ ପାଇଁ ମୃତଦେହକୁ ସୋର ମେଡ଼ିକାଲରେ ରଖାଯାଇଛି l

Death In Jail
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe