ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କଣ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଆଜି ରାୟଗଡ଼ାରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିଛି। ରାୟଗଡ଼ାରୁ ଗୁଣପୁର, ରାୟଗଡ଼ାରୁ ଗୁଡ଼ାରୀ ଏବଂ ରାୟଗଡ଼ାରୁ ପାରଳାଖେମୁଣ୍ଡି ରୁଟ୍ରେ ସମସ୍ତ ଘରୋଇ ବସ୍ ଚଳାଚଳକୁ ବନ୍ଦ ରଖାଯାଇଛି।
ଏନେଇ ରାୟଗଡ଼ା ଜିଲ୍ଲା ଘରୋଇ ବସ୍ ମାଲିକ ସଂଘର ସାଧାରଣ ସମ୍ପାଦକ ଜିତେନ୍ଦ୍ର ପାଢ଼ୀ କହିଛନ୍ତି,“ଆମର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ଅକାଳ ମୃତ୍ୟୁ ନେଇ ଆମେ ସମସ୍ତେ ଦୁଃଖିତ। ତାଙ୍କୁ ସମବେଦନା ଜଣାଇବା ପାଇଁ ଘରୋଇ ବସ୍ ଚଳାଚଳ ବନ୍ଦ ରହିଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।