ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ବେଳେ ଛାତ୍ର କଂଗ୍ରେସ-ପୋଲିସ୍ ଧସ୍ତାଧସ୍ତି

କଟକ: ରମାଦେବୀ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅଟକ ଘଟଣାରେ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଦେଇଥିବା ମାନବ ବୋମା ମନ୍ତବ୍ୟକୁ ବିରୋଧ କରି ଛାତ୍ର କଂଗ୍ରେସ ପକ୍ଷରୁ ଆଜି ତାଙ୍କ ଘର ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଛାତ୍ର କଂଗ୍ରେସ କର୍ମୀମାନେ ବିଧାୟକଙ୍କ ସରକାରୀ ବାସଭବନ ଆଗରେ ତାଙ୍କ କୁଶପୁତ୍ତଳିକା ଦାହ କରିବା ସହ ବିଧାୟକଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ତେବେ ଏହି ସମୟରେ ପୋଲିସ ସହ ଛାତ୍ରୀଙ୍କ ଧସ୍ତାଧସ୍ତି ହୋଇଥିଲା। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା।

congress

congress

Rakesh Mallick
  • Published: Saturday, 05 December 2015
  • Updated: 06 December 2015, 04:49 AM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story