ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଗରମରେ ଆଉଟପାଉଟ ରୋଗୀ ଓ ସମ୍ପର୍କିୟ। ୫ ମହଲା ବିଶିଷ୍ଟ ମାତୃତ୍ବ ଓ ଶିଶୁ ସ୍ବାସ୍ଥ୍ୟ କେନ୍ଦ୍ରରେ ଶତାଧିକ ଫ୍ୟାନ ମାସ ମାସ ଧରି ଅଚଳ। ଅସହ୍ୟ ତାତିରେ ଜନଜୀବନ ଅସବ୍ୟସ୍ତ ହେଉଥିବା ବେଳେ ଏଭଳି ସମୟରେ ରୋଗୀ ଗରମରେ ସଡି ସୁସ୍ଥ ହେବା ବଦଳରେ ହେଉଛନ୍ତି ଅସୁସ୍ଥ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।
Miscellaneous
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ, ମିଳିବ ନୂଆ ଅନୁଭୂତି
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ।
Events & Festivals
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼
ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।
Sports
ରାଜ୍ୟର ୧୨୯ କ୍ରୀଡ଼ାବିତଙ୍କୁ ଆର୍ଥିକ ପୁରସ୍କାର ଦେଲେ ସରକାର
ଆଜିର ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ଯୋଗ ଦେଇ ଏହି ଅର୍ଥ ପୁରସ୍କାର ପ୍ରଦାନ କରିଥିବା ଜଣାପଡ଼ିଛି ।