ସନ୍ତୋଷ କୁମାର ତ୍ରିପାଠୀ ହେଲେ ଏଫଏମ୍ ବିଶ୍ୱବିଦ୍ୟାଳୟର କୁଳପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି (ଭାଇସ ଚାନ୍ସେଲର୍) ଭାବେ ପ୍ରଫେସର୍ ସନ୍ତୋଷ କୁମାର ତ୍ରିପାଠୀ ନିଯୁକ୍ତ ହୋଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଆଜି ସନ୍ତୋଷ କୁମାର ତ୍ରିପାଠୀଙ୍କୁ ଏଫଏମ୍ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି। ସେ ଚାରି ବର୍ଷ ପାଇଁ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ପାଇଛନ୍ତି। ଏହା ପୂର୍ବରୁ ପ୍ରଫେସର୍ ତ୍ରିପାଠୀ ଉତ୍କଳ ବିଶ୍ୱବିଦ୍ୟାଳୟରେ ଡିପାର୍ଟମେଣ୍ଟ ଅଫ୍ ପର୍ସୋନେଲ୍ ମ୍ୟାନେଜମେଣ୍ଟ ଓ ଇଣ୍ଡଷ୍ଟ୍ରିଆଲ୍ ରିଲେସନ୍ସ […]

santosh-tripathy

santosh-tripathy

Ranjit Kumar Jena
  • Published: Thursday, 22 July 2021
  • Updated: 22 July 2021, 10:17 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି (ଭାଇସ ଚାନ୍ସେଲର୍) ଭାବେ ପ୍ରଫେସର୍ ସନ୍ତୋଷ କୁମାର ତ୍ରିପାଠୀ ନିଯୁକ୍ତ ହୋଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଆଜି ସନ୍ତୋଷ କୁମାର ତ୍ରିପାଠୀଙ୍କୁ ଏଫଏମ୍ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି। ସେ ଚାରି ବର୍ଷ ପାଇଁ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ପାଇଛନ୍ତି।

ଏହା ପୂର୍ବରୁ ପ୍ରଫେସର୍ ତ୍ରିପାଠୀ ଉତ୍କଳ ବିଶ୍ୱବିଦ୍ୟାଳୟରେ ଡିପାର୍ଟମେଣ୍ଟ ଅଫ୍ ପର୍ସୋନେଲ୍ ମ୍ୟାନେଜମେଣ୍ଟ ଓ ଇଣ୍ଡଷ୍ଟ୍ରିଆଲ୍ ରିଲେସନ୍ସ (ପିଏମଆଣ୍ଡଆଇଆର୍) ର ପ୍ରଫେସର୍ ଥିଲଲେ। ତାଙ୍କ ପାଖରେ ଏକାଡେମିକର ୩୦ ବର୍ଷର ଅଭିଜ୍ଞତା ରହିଛି। ସେ ୧୦ଟି ପୁସ୍ତକ ଲେଖିଥିବା ବେଳେ ୧୭ ପିଏଚଡି ଓ ୪୦ ଏମଫିଲ୍ ସ୍କଲାରଙ୍କୁ ମାର୍ଗଦର୍ଶନ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story