ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି (ଭାଇସ ଚାନ୍ସେଲର୍) ଭାବେ ପ୍ରଫେସର୍ ସନ୍ତୋଷ କୁମାର ତ୍ରିପାଠୀ ନିଯୁକ୍ତ ହୋଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଆଜି ସନ୍ତୋଷ କୁମାର ତ୍ରିପାଠୀଙ୍କୁ ଏଫଏମ୍ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ଦେଇଛନ୍ତି। ସେ ଚାରି ବର୍ଷ ପାଇଁ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତ ପାଇଛନ୍ତି।
ଏହା ପୂର୍ବରୁ ପ୍ରଫେସର୍ ତ୍ରିପାଠୀ ଉତ୍କଳ ବିଶ୍ୱବିଦ୍ୟାଳୟରେ ଡିପାର୍ଟମେଣ୍ଟ ଅଫ୍ ପର୍ସୋନେଲ୍ ମ୍ୟାନେଜମେଣ୍ଟ ଓ ଇଣ୍ଡଷ୍ଟ୍ରିଆଲ୍ ରିଲେସନ୍ସ (ପିଏମଆଣ୍ଡଆଇଆର୍) ର ପ୍ରଫେସର୍ ଥିଲଲେ। ତାଙ୍କ ପାଖରେ ଏକାଡେମିକର ୩୦ ବର୍ଷର ଅଭିଜ୍ଞତା ରହିଛି। ସେ ୧୦ଟି ପୁସ୍ତକ ଲେଖିଥିବା ବେଳେ ୧୭ ପିଏଚଡି ଓ ୪୦ ଏମଫିଲ୍ ସ୍କଲାରଙ୍କୁ ମାର୍ଗଦର୍ଶନ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଇଭି ଶୋ' ରୁମରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଏକାଧିକ ଗାଡ଼ି
ସର୍ଟସର୍କିଟରୁ ଶୋ' ରୁମରେ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
Weather
ପଶ୍ଚିମା ଝଡ଼ ପ୍ରଭାବ; କାଲିଠୁ ପୁଣି ଛେଚିବ
ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ୍ ତଳକୁ ଖସିଲେ ବାଇକ୍ ଚାଳକ
ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।