ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟ ନୂତନ କୁଳପତି ନିଯୁକ୍ତ ହୋଇଛନ୍ତି। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ୪ ବର୍ଷ ପାଇଁ କୁଳପତି ନିଯୁକ୍ତ କରିଛନ୍ତି। ପ୍ରଫେସର ମିଶ୍ରଙ୍କର ଅଧ୍ୟାପନା କ୍ଷେତ୍ରରେ ୩୪ ବର୍ଷର ଅଭିଜ୍ଞତା ରହିଛି। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଅବସର ନେଇଥିଲେ। ସେ ସେଠାରେ ଡିପାର୍ଟମେଣ୍ଟ୍ ଅଫ୍ ବିଜ୍‌ନେସ୍ ଆଡ୍‌ମିନିଷ୍ଟ୍ରେସନର ପ୍ରଫେସର ଥିଲେ। ପ୍ରଫେସର ମିଶ୍ର ୯ଟି ପୁସ୍ତକ ଲେଖିଛନ୍ତି। ଏହା ସହିତ ବିଭିନ୍ନ ବଡ଼ […]

BidhuBhushan

BidhuBhushan

Jitendra Garnayak
  • Published: Sunday, 08 January 2023
  • Updated: 08 January 2023, 03:13 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟ ନୂତନ କୁଳପତି ନିଯୁକ୍ତ ହୋଇଛନ୍ତି। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ୪ ବର୍ଷ ପାଇଁ କୁଳପତି ନିଯୁକ୍ତ କରିଛନ୍ତି।

ପ୍ରଫେସର ମିଶ୍ରଙ୍କର ଅଧ୍ୟାପନା କ୍ଷେତ୍ରରେ ୩୪ ବର୍ଷର ଅଭିଜ୍ଞତା ରହିଛି। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଅବସର ନେଇଥିଲେ। ସେ ସେଠାରେ ଡିପାର୍ଟମେଣ୍ଟ୍ ଅଫ୍ ବିଜ୍‌ନେସ୍ ଆଡ୍‌ମିନିଷ୍ଟ୍ରେସନର ପ୍ରଫେସର ଥିଲେ।

ପ୍ରଫେସର ମିଶ୍ର ୯ଟି ପୁସ୍ତକ ଲେଖିଛନ୍ତି। ଏହା ସହିତ ବିଭିନ୍ନ ବଡ଼ ବଡ଼ ଜର୍ଣ୍ଣାଲରେ ତାଙ୍କର ୧୨୨ଟି ଲେଖା ପ୍ରକାଶିତ ହୋଇଛି। ତାଙ୍କ ମାର୍ଗଦର୍ଶନରେ ଜଣେ ଡିଲିଟ୍ କରିଥିବା ବେଳେ ୩୯ ଜଣ ପିଏଚ୍‌ଡି ଓ ୩ ଜଣ ଏମ୍‌ଫିଲ୍ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story