କୋଟିଆର ୨୨ ଗାଁରେ ୧୪୪ ଧାରା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଟିଆର ୨୨ଟି ଗାଁରେ ୧୪୪ ଧାରା ଜାରି ହୋଇଛି। ଆଜି ସନ୍ଧ୍ୟା ୫ ଟାରୁ ଆସନ୍ତାକାଲି ସନ୍ଧ୍ୟା ୬ଟା ଯାଏଁ ୧୪୪ ଧାରା ଜାରି କରାଯାଇଛି। କାଲି ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରୁଥିବାରୁ ୧୪୪ ଧାରା ଜାରି ହୋଇଛି। ୨୨ଟି ଗାଁରେ ମାଜିଷ୍ଟ୍ରେଟ କ୍ଷମତା ନେଇ ରହିବେ ୨୨ ଅଫିସର। ଅଫିସରମାନଙ୍କ ସହ ୨୨ ଗାଁରେ ବ୍ୟାପକ ପୁଲିସ ମଧ୍ୟ ମୁତୟନ ରହିବେ। ଓଡ଼ିଶାର ସୀମାନ୍ତ ଗାଁରେ ନିର୍ବାଚନ ପାଇଁ ଚେଷ୍ଟା କରୁଛି […]

Kotia

Kotia

Manoranjan Sial
  • Published: Wednesday, 07 April 2021
  • Updated: 07 April 2021, 07:43 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କୋଟିଆର ୨୨ଟି ଗାଁରେ ୧୪୪ ଧାରା ଜାରି ହୋଇଛି। ଆଜି ସନ୍ଧ୍ୟା ୫ ଟାରୁ ଆସନ୍ତାକାଲି ସନ୍ଧ୍ୟା ୬ଟା ଯାଏଁ ୧୪୪ ଧାରା ଜାରି କରାଯାଇଛି। କାଲି ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରୁଥିବାରୁ ୧୪୪ ଧାରା ଜାରି ହୋଇଛି। ୨୨ଟି ଗାଁରେ ମାଜିଷ୍ଟ୍ରେଟ କ୍ଷମତା ନେଇ ରହିବେ ୨୨ ଅଫିସର। ଅଫିସରମାନଙ୍କ ସହ ୨୨ ଗାଁରେ ବ୍ୟାପକ ପୁଲିସ ମଧ୍ୟ ମୁତୟନ ରହିବେ। ଓଡ଼ିଶାର ସୀମାନ୍ତ ଗାଁରେ ନିର୍ବାଚନ ପାଇଁ ଚେଷ୍ଟା କରୁଛି ଆନ୍ଧ୍ର ସରକାର।

ଆନ୍ଧ୍ରପ୍ରଦେଶ ସରକାର ପୂରା ରାଜ୍ୟରେ ପଞ୍ଚାୟତ ନିର୍ବାଚନ କରିବାକୁ ଯାଉଛନ୍ତି। ଏଥିପାଇଁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ରାଜ୍ୟ ସରକାରକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଓଡ଼ିଶାର କୋଟିଆରେ ମଧ୍ୟ ଭୋଟ ଗ୍ରହଣ ହେବ। ତେବେ ୧୦ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ କରିବାକୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି। ୮ ତାରିଖରେ ଭୋଟ ହେବ। କିନ୍ତୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଭୋଟ ଗଣତି କିମ୍ବା ରେଜଲ୍ଟ ପ୍ରକାଶ ପାଇପାରିବ ନାହିଁ।

ଗତକାଲି ହାଇକୋର୍ଟ ପଞ୍ଚାୟତ ନିର୍ବାଚନ ଉପରେ ରୋକ ଲଗାଇଥିଲେ। ହେଲେ ଆଜି ଡିଭିଜନ ବେଞ୍ଚ ଉକ୍ତ ନିର୍ଦ୍ଦେଶକୁ ରଦ୍ଦ କରି ପଞ୍ଚାୟତ ନିର୍ବାଚନ କରିବାକୁ ଅନୁମତି ଦେଇଛନ୍ତି। ଏହାର ଅର୍ଥ କାଲି ପୂରା ରାଜ୍ୟରେ ମଣ୍ଡଳ ପରିଷଦ ଓ ଜିଲ୍ଲା ପରିଷଦ ପାଇଁ ଭୋଟିଂ ହେବ।

ରାଜ୍ୟରେ ପଞ୍ଚାୟତ ନିର୍ବାଚନ କରିବାକୁ ଗତ ୧ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ୮ ତାରିଖରେ ଭୋଟିଂ ଓ ୧୦ ତାରିଖରେ ଫଳାଫଳ ପ୍ରକାଶ କରିବାକୁ ରାଜ୍ୟ ନିର୍ବାଚନ ଅଧିକାରୀ ନିଲମ ଶହନେୟ ବିଜ୍ଞପ୍ତି ପ୍ରକାଶ କରିଥିଲେ। କିନ୍ତୁ ଏତେ ତରବରିଆ ଓ ଖୁବକମ ଦିନରେ ନିର୍ବାଚନ କରିବାକୁ ନିଷ୍ପତ୍ତି ହୋଇଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ବିରୋଧୀ ଟିଡିପି, ବିଜେପି ଓ ଜନସେନା ପାର୍ଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story