ଜୟପୁର(ଟି. ଗୌରିଶଙ୍କର): ବିଭିନ୍ନ ଦାବିରେ କୋରାପୁଟ ଜିଲ୍ଲା ଲଷ୍ମୀପୁର ଥାନା ଘେରାଉ କରିଛି କଡ଼ିଙ୍ଗାମାଳି ସୁରକ୍ଷା ମଞ୍ଚ ସଂଗଠନ। ଗତକାଲିଠାରୁ ଲଷ୍ମୀପୁର ଥାନା ଘେରାଉ କରିଥିବା କୋଡ଼ିଂଗାମାଲି ସୁରକ୍ଷା ମଞ୍ଚ ସଂଗଠନ ଆଜି ବି ଥାନା ସମ୍ମୁଖରେ ବସି ରହିଛନ୍ତି। ଆନ୍ଦୋଳନକାରୀ ରାତିରେ ଥାନା ସମ୍ମୁଖରେ ବସି ରହିବା ସହ ରୋଷେଇ କରି ଖାଉଥିବା ଦୃଶ୍ୟ ଦେଖିବାକୁ ମିଳିଛି।
ଭତ୍ତା ବଣ୍ଟନରେ ଅନିୟମିତତା, ବେକାର ଯୁବକ ଯୁବତୀଙ୍କୁ କମ୍ପାନୀରେ ଚାକିରୀ ଏବଂ ଘରୋଇ କମ୍ପାନୀର ଏକଛତ୍ରବାଦ କାର୍ଯ୍ୟକଳାପକୁ ବିରୋଧ କରି ଆନ୍ଦୋଳନକାରୀ ଧାରଣା ଦେଇଛନ୍ତି । ତେବେ ଆନ୍ଦୋଳନକୁ ୨୪ ଘଣ୍ଟା ବିତିବାକୁ ଯାଇଥିବା ବେଳେ ଏଯାଏ ଜିଲ୍ଲା ପ୍ରଶାସନ ସେମାନଙ୍କ ସହ ଆଲୋଚନା କରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।