Advertisment

ଦାମଙ୍କ ‘ସ୍ୱାମୀ ଛାଡ଼ି ଅଙ୍ଗନବାଡ଼ି’ ମନ୍ତବ୍ୟ ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚାର ବିକ୍ଷୋଭ

ଭୁବନେଶ୍ୱର: କୃଷିମନ୍ତ୍ରୀ ଦାମୋଦର ରାଉତଙ୍କ ସ୍ୱାମୀ ଛାଡ଼ି ଅଙ୍ଗନବାଡ଼ି ମନ୍ତବ୍ୟ ପ୍ରତିବାଦରେ ଭୁବନେଶ୍ୱର ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ବିପକ୍ଷରୁ ଆଜି ରାମମନ୍ଦିର ଛକରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିଜେପି ନେତ୍ରୀ ମୀନାକ୍ଷୀ ପ୍ରିୟଦର୍ଶିନୀଙ୍କ ନେତୃତ୍ୱରେ ଏହି ଆନ୍ଦୋଳନରେ ମହିଳା ମୋର୍ଚ୍ଚାର ବହୁ କର୍ମୀ ସାମିଲ ହୋଇଥିଲେ। ଏହା ସହ ଦାମଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଦାମଙ୍କ ମନ୍ତବ୍ୟ ଅଙ୍ଗନବାଡି କର୍ମୀ ସହ ସମଗ୍ର ମହିଳାମାନଙ୍କ ପ୍ରତି ଅସମ୍ମାନ ହୋଇଥିବାରୁ ତାଙ୍କୁ ମନ୍ତ୍ରୀ ପଦରୁ ବହିଷ୍କାର କରିବା ପାଇଁ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଦାବି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe