କାନ ଧରି ପ୍ରତିବାଦ କଲେ ସିଟି ଓ ବିଏଡ୍ ଡିଗ୍ରୀଧାରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭାଙ୍ଗିଛି ବେକାର ସିଟି ଓ ବିଏଡ୍ ଡିଗ୍ରୀଧାରୀଙ୍କ ଧୈର୍ଯ୍ୟର ବନ୍ଧ। ଆଉ ହତାଶ ହୋଇ ଶେଷରେ ରାଜଧାନୀର ଗାନ୍ଧି ମାର୍ଗରେ ରାଜରାସ୍ତାରେ କାନ ଧରି ସରକାରଙ୍କ ଉଦାସୀନତାର ପ୍ରତିବାଦ କରିଛନ୍ତି। ସରକାର ଗତ ୪ ବର୍ଷ ହେଲା ଜଣେ ହେଲେ ବି ଶିକ୍ଷକଙ୍କୁ ନିଯୁକ୍ତି ଦେଇନାହାନ୍ତି। ଏନେଇ ସରକାରଙ୍କ ନିକଟରେ ୩ ଦଫା ଦାବି ରଖିଛି କନିଷ୍ଠ ଶିକ୍ଷକ ଆଶାୟୀ ସଂଘ। ଖୁବଶୀଘ୍ର ନିଯୁକ୍ତି ସୁଯୋଗ ସୃଷ୍ଟି ସହ ସର୍ବାଧିକ ବୟସ ସୀମା […]

protest

protest

Jitendra Garnayak
  • Published: Wednesday, 12 February 2020
  • Updated: 12 February 2020, 08:23 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭାଙ୍ଗିଛି ବେକାର ସିଟି ଓ ବିଏଡ୍ ଡିଗ୍ରୀଧାରୀଙ୍କ ଧୈର୍ଯ୍ୟର ବନ୍ଧ। ଆଉ ହତାଶ ହୋଇ ଶେଷରେ ରାଜଧାନୀର ଗାନ୍ଧି ମାର୍ଗରେ ରାଜରାସ୍ତାରେ କାନ ଧରି ସରକାରଙ୍କ ଉଦାସୀନତାର ପ୍ରତିବାଦ କରିଛନ୍ତି।

ସରକାର ଗତ ୪ ବର୍ଷ ହେଲା ଜଣେ ହେଲେ ବି ଶିକ୍ଷକଙ୍କୁ ନିଯୁକ୍ତି ଦେଇନାହାନ୍ତି। ଏନେଇ ସରକାରଙ୍କ ନିକଟରେ ୩ ଦଫା ଦାବି ରଖିଛି କନିଷ୍ଠ ଶିକ୍ଷକ ଆଶାୟୀ ସଂଘ। ଖୁବଶୀଘ୍ର ନିଯୁକ୍ତି ସୁଯୋଗ ସୃଷ୍ଟି ସହ ସର୍ବାଧିକ ବୟସ ସୀମା ୩୨ରୁ ୪୨ ବର୍ଷକୁ ବୃଦ୍ଧି କରିବାକୁ ଦାବି କରିଛି। ଏହା ସହିତ ବିନା ଏନ୍ଓସିରେ ଚାଲୁଥିବା ଘରୋଇ ସ୍କୁଲଗୁଡ଼ିକୁ ବନ୍ଦ କରିବାକୁ ସଂଘ ଦାବି କରିଛି।

ଆସନ୍ତା ବିଧାନସଭା ଅଧିବେଶନରେ କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ସରକାର ଘୋଷଣା ନକଲେ ଆଗାମୀ ଦିନରେ ଆତ୍ମାହୁତି ଦେବାକୁ ପଛାଇବେ ନାହିଁ ବୋଲି ସଂଘର କର୍ମକର୍ତ୍ତା ଚେତାବନୀ ଦେଇଛନ୍ତି। ତେବେ ଏନେଇ ଶିକ୍ଷା ବିଭାଗର ପ୍ରତିକ୍ରିୟା ମିଳିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story